ରାଜ୍ୟରେ ଆଇଏଏସ, ଆଇପିଏସ ମରୁଡ଼ି

ଭୁବନେଶ୍ୱରରେ:ରାଜ୍ୟରେ ଆଇଏଏସ ଓ ଆଇପିଏସ ଅଧିକାରୀଙ୍କ ମରୁଡ଼ି । ଏକଥା ଆମେ କହୁନାହୁଁ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ଉତ୍ତର ଦେଖିଲେ ଏହା ପ୍ରମାଣିତ ହେଉଛି । କାରଣ ରାଜ୍ୟରେ ୬୬ଟି ଆଇଏଏସ ଓ ୬୯ଟି ଆଇପିଏସ ପଦବୀ ଖାଲିପଡ଼ିଛି । ବିଧାନସଭାରେ ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି ।
ଏହାଛଡ଼ା ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋଟ ୨୪୮ ଆଇଏଏସ ମଧ୍ୟରୁ ୧୮୨ ଜଣ କାର୍ଯ୍ୟରତ ଅଛନ୍ତି । ୨୨ଜଣ ଆଇଏଏସ ଅଧିକାରୀ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି । ୧୯୫ ଆଇପିଏସ ପଦବୀ ମଧ୍ୟରୁ ୬୯ପଦବୀ ଖାଲି ପଡ଼ିଛି । ୧୦ ଆଇପିଏସ ଅଧିକାରୀ ୫ ବର୍ଷରୁ ଊଦ୍ଧ୍ୱର୍ ହେବ ଡେପୁଟେସନରେ ଅଛନ୍ତି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ