ରାଜ୍ୟରେ ବନ୍ୟା ସ୍ଥିତି ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । ସୁବର୍ଣ୍ଣରେଖାରେ ପାଣି କମିଛି । କେଉଁ ବେସିନରେ ପାଣି ଅଧିକ ନାହିଁ । ସତର୍କ ସୂଚନା କେଉଁଠି ନାହିଁ । ଛତିଶଗଡରେ ବର୍ଷା ହେଉଛି । ତାଙ୍କ ପାଣି ଛାଡିବାକୁ ଆମେ ଅପେକ୍ଷା କରିଛୁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ କହିଛନ୍ତି ।

ସ୍ୱାଭାବିକ ପ୍ରକ୍ରିୟାରେ SOP ଅନୁସାରେ ହୀରାକୁଦର ୬ଟି ଗେଟ୍ ଖୋଲା ହେବ । ପୂଜା କରିକି ଗେଟ୍ ଖୋଲାଯିବ । ହେଲେ ସତର୍କ ସ୍ଥିତି ନାହିଁ । ୬୩୦ ଫୁଟ ହୀରାକୁଦର ଜଳଧାରଣ କ୍ଷମତା । ଏବେ ଜଳସ୍ତର ୬୦୫ ଫୁଟ ରହିଛି । ମହାନଦୀ ଉପରମୁଣ୍ଡ ସୁନ୍ଦରଗଡ଼ ଓ ଛତିଶଗଡ ଛଡା ଆଉ କେଉଁଠି ବର୍ଷା ନାହିଁ । ରାସ୍ତା ସମ୍ପ୍ରସାରଣ ଯୋଗୁଁ ଭୁବନେଶ୍ୱରରେ ୬ ନମ୍ବର ଡ୍ରେନ୍‌ରେ ସ୍ଲାବ୍ ଦବିଛି । ତେଣୁ ଜଳ ନିଷ୍କାସନ ହେବାରେ ସମସ୍ୟା ହେଉଛି । ସକାଳେ ଘଟଣାସ୍ଥଳ ପରିଦର୍ଶନ କରାଯାଇଛି । ଜଳ ସମ୍ପଦ ବିଭାଗ ଅସ୍ଥାୟୀ ବିକଳ୍ପ ଭାବେ ତାକୁ ଖୋଳିକି ପାଣି ବାହାର କରାଯିବ ବୋଲି ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ