ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଅଗଷ୍ଟ ପର୍ଯ୍ୟନ୍ତ ୧୪ ବର୍ଷା

ଭୁବନେଶ୍ବର: ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ରହିଛି । ଆଜି ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦-୪୦କିଲୋମିଟର ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି ।

ସେହିପରି ଆସନ୍ତାକାଲି ବି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ବହିବା ନେଇ ସମ୍ଭାବନା ରହିଛି । ପୁଣି ୧୦ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର I

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ