ଲଭ୍‌-ସେକ୍ସ-ଧୋକା ; ପୋଲିସ ଏସଆଇ ଗିରଫ

ଜଳେଶ୍ଵର: ପୁଣି ଖାକିରେ କଳଙ୍କ । ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ କରି ଗର୍ଭବତୀ କରି ଧୋକା ଦେଲେ ମାଲକାନଗିରି SOGର ଟ୍ରେନିଂ ପ୍ରାପ୍ତ ସବଇନ୍ସପେକଟର ବିଜୟ କୁମାର ସାହୁ । ଯୁବତୀଙ୍କ ଅଭିଯୋଗ ପରେ ଗରିଫ କଲା ବାଲିଆପାଳ ପୋଲିସ । ସବଇନ୍ସପେକଟର ବିଜୟଙ୍କ ଘର ବାଲିଆପାଳ ବ୍ଳକ୍ ବଡତାଳ ପଦା ଗାଁରେ ବୋଲି ଜଣାପଡିଛି । ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଦୁଷ୍କର୍ମ କରିବା ସହ ଗର୍ଭବତୀ କରିଛନ୍ତି ପୋଲିସ ଏସଆଇ ଜଣକ । ପରେ ବିବାହ କରିବାକୁ କଲେ ମନା କରିଥିବା ନେଇ ଥାନାରେ ଅଭିଯୋଗ ପରେ ପୋଲିସ ବାବୁଙ୍କୁ ଗିରଫ କରିଛି ପୋଲିସ ।

ମିଳିଥିବା ସୂଚନା ଅନୁସାରେ, ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ବଡ଼ ତାଳପଦା ଗ୍ରାମର ବିଜୟ ସାହୁ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ । ଯୁବତୀ ଜଣଙ୍କ ଗର୍ଭବତୀ ହୋଇଥିଲେ । ହେଲେ ବିଜୟ ପୋଲିସ ଚାକିରି କରିବା ପରେ ଯୁବତୀଙ୍କୁ ବିବାହ କରିବାକୁ ମନା କରିଥିଲେ । ଏହାକୁ ନେଇ ଯୁବତୀ ଜଣଙ୍କ ବାଲିଆପାଳ ଥାନାରେ ଅଭିଯୋଗ କରିବା ପରେ ପୋଲିସ ବିଜୟଙ୍କୁ ଗିରଫ କରିଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ