ଲାଲଜୀ ଦେଶାଇ ହେଲେ ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ

ନୂଆଦିଲ୍ଲୀ: ସର୍ବଭାରତୀୟ କଂଗ୍ରେସ କମିଟି (AICC) ପକ୍ଷରୁ ସାଙ୍ଗଠନିକ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଓଡ଼ିଶା ସମେତ ତିନୋଟି ରାଜ୍ୟ ପାଇଁ ନୂଆ ପ୍ରଭାରୀଙ୍କ ନିଯୁକ୍ତି ନେଇ ଦଳ ପକ୍ଷରୁ ଘୋଷଣା କରାଯାଇଛି। ଲାଲଜୀ ଦେଶାଇଙ୍କୁ ଓଡ଼ିଶାର ନୂତନ ଏଆଇସିସି (AICC) ପ୍ରଭାରୀ ଭାବେ ନିଯୁକ୍ତି ମିଳିଛି। ଅଜୟ ଲଲୁଙ୍କ ସ୍ଥାନ ନେଇଛନ୍ତି ଲାଲଜୀ ଦେଶାଇ।

୨୬ ଜୁନ୍ ୨୦୨୬ ରେ ଏଆଇସିସି ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳଙ୍କ ସ୍ୱାକ୍ଷରରେ ଏକ ପ୍ରେସ୍ ବିଜ୍ଞପ୍ତି ପ୍ରକାଶ ପାଇଛି। କଂଗ୍ରେସ ସଭାପତିଙ୍କ ନିର୍ଦ୍ଦେଶକ୍ରମେ ଦଳୀୟ ପଦାଧିକାରୀମାନଙ୍କୁ ତୁରନ୍ତ ଲାଗୁ ହେବା ଭଳି ବିଭିନ୍ନ ରାଜ୍ୟର ପ୍ରଭାରୀ ଭାବେ ନିଯୁକ୍ତି ଦିଆଯାଇଛି।

  • Related Posts

    ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟ ବିଜେପି ସଭାପତି

    ଭୁବନେଶ୍ବର : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରି ବାଜପେୟୀଙ୍କ ତିରୋଧାନ ଦିବସ । ଭୁବନେଶ୍ୱର ଏମ୍ସ ପରିସରରେ ଥିବା ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି ରାଜ୍ୟସଭା ସାଂସଦ ତଥା ବିଜେପି ରାଜ୍ୟ…

    Continue reading
    ସୁଲତାଙ୍କ ପୋଷ୍ଟକୁ ନେଇ ବଢ଼ିଲା ବିବାଦ, କ୍ୟାପିଟାଲ ଥାନାରେ ବିଜେପିର ଏତଲା

    ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କ ବିରୋଧରେ ଥାନାରେ ବିଜେପିର ଏତଲା। ଫ୍ଲାଗ୍ କୋଡ୍ ଉଲ୍ଲଂଘନ ସହ ଏଆଇ ଫଟୋର ଅପବ୍ୟବହାର କରି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ କରାଯାଇଥିବା ବିଜେପି ଅଭିଯୋଗ କରିଛି। ଏକ ଏଆଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ