ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ଭୁବନେଶ୍ୱର: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଭାରତୀୟ ଦଳର ୪ ଖେଳାଳି । କୋଚ୍‌ ଗୌତମ ଗମ୍ଭୀରଙ୍କ ସହିତ କ୍ୟାପଟେନ ସୂର୍ୟ୍ୟକୁମାର ଯାଦବ, ତିଲକ ବର୍ମା, ୱାଶିଂଟନ ସୁନ୍ଦର, ହାର୍ଦ୍ଦିକ ପାଣ୍ଡ୍ୟା ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ ଲୋଡିଛନ୍ତି । ବିସିସିଆଇର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି । କ୍ୟାପଟେନ ସୂର୍ୟ୍ୟକୁମାରଙ୍କ ସହିତ ତାଙ୍କ ପତ୍ନୀ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।

ଏହାପୂର୍ବୁ ଟିମ୍‌ ଇଣ୍ଡିଆ ପାଇଁ ଶ୍ରୀମନ୍ଦିର ସେବାୟତଙ୍କ ପକ୍ଷରୁ ଦୀପଦାନ କରାଯାଇ ଆଜିର ମ୍ୟାଚରେ ଭାରତୀୟ ଦଳର ବିଜୟ ପାଇଁ ପ୍ରାର୍ଥନା କରିଛନ୍ତି । ଆଜି ବାରବାଟୀରେ ସନ୍ଧ୍ୟା ୭ଟାରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ର ପ୍ରଥମ ମ୍ୟାଚ ଖେଳାଯିବ । ଆଜିର ମ୍ୟାଚ ଭାରତ ନିଶ୍ଚୟ ବିଜୟ ହେବ ବୋଲି ସଭିଁଏ ଆଶା ରଖିବା ସହ ଶ୍ରୀଜିଉଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ