ସଂକଳ୍ପ ପଦଯାତ୍ରା କରିବ ରାଜ୍ୟ କଂଗ୍ରେସ

ଭୁବନେଶ୍ବର : ସଂକଳ୍ପ ପଦଯାତ୍ରା କରିବ ରାଜ୍ୟ କଂଗ୍ରେସ । ଆସନ୍ତା ୧୮ ତାରିଖରେ ଭୁବନେଶ୍ୱରରୁ ପୁରୀ ପର୍ଯନ୍ତ ହେବ ଏହି ସଂକଳ୍ପ ପଦଯାତ୍ରା । ସଙ୍କଳ୍ପ ପଦଯାତ୍ରା ସଂଯୋଜନା ପାଇଁ ଏକ କମିଟି ଗଠନ କରାଯାଇଛି । ବରିଷ୍ଠ ଓ ଯୁବ ନେତୃତ୍ବଙ୍କୁ ଏହି କମିଟିରେ ସ୍ଥାନ ଦିଆଯାଇଛି ।

ଭକ୍ତ ଚରଣ ଦାସ ପିସିସି ସଭାପତି ହେବା ପରେ ଏହା ହେଉଛି ତାଙ୍କର ପ୍ରଥମ କମିଟି । ପୂର୍ବତନ ବାଙ୍କୀ ବିଧାୟକ ଦେବାଶିଷ ପଟ୍ଟନାୟକ ଏହି କମିଟିର ଅଧ୍ୟକ୍ଷ ଅଛନ୍ତି ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ