ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

ଭୁବନେଶ୍ବର: ରାଜ୍ୟରେ ବଢି ଚାଲିଛି ନାରୀ ନିର୍ୟାତନା । ନାରୀ ଓ ଶିଶୁଙ୍କ ସୁରକ୍ଷା ପାଇଁ ସଂସଦ ଭବନ ପରିସରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀ ତଳେ ବିଜେଡି ସାଂସଦମାନେ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିଛନ୍ତି। ରାଜ୍ୟରେ ବଢି ଚାଲିଥିବା ନାରୀ ନିର୍ୟାତନା ଏବଂ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଦିଲ୍ଲୀରେ ବିଜେଡି ପ୍ରତିବାଦ କରିଛି। ଓଡ଼ିଶାରେ ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ଭୁଶୁଡିଛି। ଏଫଏମ ଛାତ୍ରୀ ମୃତ୍ୟୁର ବିଚାର ବିଭାଗୀୟ ତଦନ୍ତ ଦାବି ଓ ବଳଙ୍ଗା ପୀଡିତାଙ୍କ ପାଇଁ ନ୍ୟାୟ ଦାବିରେ ବିକ୍ଷୋଭ କରିଛି ବିଜେଡ଼ି। ନାରୀ ସୁରକ୍ଷା ପ୍ରସଙ୍ଗ ସଂସଦରେ ଉଠାଇବ ବିଜେଡି। କୁମ୍ଭକର୍ଣ୍ଣ ନିଦରେ ଡବଲ ଇଞ୍ଜିନ ସରକାର। ଦୋଷୀକୁ ଧରିବାରେ ରାଜ୍ୟ ସରକାର ବିଫଳ ହୋଇଛି ବୋଲି ବିଜେଡ଼ି କହିଛି।

  • Garvita Odia

    Related Posts

    ବୈତରଣୀରେ ଆଉ ବଢିବନି ଜଳସ୍ତର:ସର୍ବୋଚ୍ଚ ଯନ୍ତ୍ରୀ

    ଭୁବନେଶ୍ଵର : ବୈତରଣୀରେ ନାହିଁ ବନ୍ୟା ଆଶଙ୍କା। ଏବେ ଆଖୁଆପଦାଠାରେ ଜଳସ୍ତର ୧୮.୨୯ ମିଟର ରହିଛି। ବିପଦ ସଙ୍କେତ ଠାରୁ ଟିକେ କମ୍ କିନ୍ତୁ ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି । ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ର…

    ବିଜେପି ଅଫିସରେ ପ୍ରୟାସକାନ୍ତି

    ଭୁବନେଶ୍ୱର: ଆଜି ରାଜ୍ୟ ବିଜେପି ଅଫିସରେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କୁ ନିଜ ସହଯୋଗୀଙ୍କ ସହ ଦେଖିବାକୁ ମିଳିଛି । ଗତ ମେ ମାସରେ ପ୍ରୟାସକାନ୍ତି ବିଜେଡି ଛାଡ଼ିଥିବାରୁ ସେ ପଦ୍ମ ଧରିପାରନ୍ତି ବୋଲି ଚର୍ଚ୍ଚା ହେଉଛି…

    Leave a Reply

    Your email address will not be published. Required fields are marked *

    You Missed

    ବୈତରଣୀରେ ଆଉ ବଢିବନି ଜଳସ୍ତର:ସର୍ବୋଚ୍ଚ ଯନ୍ତ୍ରୀ

    ବୈତରଣୀରେ ଆଉ ବଢିବନି ଜଳସ୍ତର:ସର୍ବୋଚ୍ଚ ଯନ୍ତ୍ରୀ

    ବିଜେପି ଅଫିସରେ ପ୍ରୟାସକାନ୍ତି

    ବିଜେପି ଅଫିସରେ ପ୍ରୟାସକାନ୍ତି

    ପଞ୍ଜିକରଣ କରିସାରିଲେଣି ୩ ଲକ୍ଷ ୩୮ହଜାର ୭୩୫ ଚାଷୀ :ମନ୍ତ୍ରୀ

    ପଞ୍ଜିକରଣ କରିସାରିଲେଣି ୩ ଲକ୍ଷ ୩୮ହଜାର ୭୩୫ ଚାଷୀ :ମନ୍ତ୍ରୀ

    ଅନ୍ଧବିଶ୍ୱାସ: କାଉଙ୍କ ମିଳନ ଦେଖିବାରୁ ଦୁଇ ଯୁବକଙ୍କୁ ମୃତ ଘୋଷଣା

    ଅନ୍ଧବିଶ୍ୱାସ: କାଉଙ୍କ ମିଳନ ଦେଖିବାରୁ ଦୁଇ ଯୁବକଙ୍କୁ ମୃତ ଘୋଷଣା

    ୬ ସପ୍ତାହ ଭିତରେ ସ୍ବାଧୀନତା ସଂଗ୍ରାମୀଙ୍କୁ ପେନ୍‌ସନ ଦିଅ: ହାଇକୋର୍ଟ

    ୬ ସପ୍ତାହ ଭିତରେ  ସ୍ବାଧୀନତା ସଂଗ୍ରାମୀଙ୍କୁ ପେନ୍‌ସନ ଦିଅ: ହାଇକୋର୍ଟ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଲାଗିବ ୭୫ ଲକ୍ଷ ଗଛ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଲାଗିବ  ୭୫ ଲକ୍ଷ ଗଛ