ସଙ୍ଘାପଶିରୁ ଅଣ୍ଡିରା ହାତୀ ଶାବକର ଶବ ଉଦ୍ଧାର

ଦେବଗଡ: ଦେବଗଡ଼ ଜିଲ୍ଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଆଜି ଏକ ଅଣ୍ଡିରା ଶିଶୁ ଶାବକ ହାତୀର ଶବ ଉଦ୍ଧାର ହୋଇଛି।ଖବର ପାଇ ପ୍ରଥମେ ଫରେଷ୍ଟର ମନ୍ମଥ ବେହେରା, ଫରେଷ୍ଟ ଗାର୍ଡ ବାହାନ ବେହେରା ସଦଳବଳେ ପହଞ୍ଚି ଦେଖିଥିଲେ।ଗତ କାଲି ଅପରାହ୍ନ ସମୟରେ ଅନୁଗୁଳ ଜିଲ୍ଲା ପଟୁ ଦଳବଦ୍ଧ ଭାବେ ହାତୀ ଆସିଥିଲେ। ମାତ୍ର କୌଣସି କାରଣରୁ ଏହି ଅଣ୍ଡିରା ଶିଶୁ ଶାବକ ହାତୀ ଛୁଆର ମୃତ୍ୟୁ ଘଟିଥିଲା।ଆଜି ସକାଳ ହେବାରୁ ଅନ୍ୟ ହାତୀ ଛାଡ଼ି ଯାଇଥିଲେ।ଫଳରେ କିଛି ସ୍ଥାନୀୟ ଜନସାଧାରଣ ଦେଖି ବନ ବିଭାଗକୁ ଖବର ଦେଇଥିଲେ। କେଉଁ କାରଣରୁ ମୃତ୍ୟୁ ଘଟିଛି ଜଣା ପଡ଼ି ନ ଥିବା ବେଳେ ତଦନ୍ତ ଚାଲିଛି।

  • Related Posts

    ସୌମ୍ୟ ହତ୍ୟା ମାମଲା:ଏଯାବତ୍ ୩୦ ଜଣଙ୍କୁ ଜେରା

    ଭୁବନେଶ୍ଵର:ବହୁ ଚର୍ଚ୍ଚିତ ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ଚାଞ୍ଚଲ୍ୟ ଖବର। ସୌମ୍ୟ ହତ୍ୟା ମାମଲାରେ ଏଯାବତ୍ ୩୦ ଜଣଙ୍କୁ ଜେରା କଲା କ୍ରାଇମବ୍ରାଞ୍ଚ। ଏ ନେଇ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସାଙ୍ଗ, ପରିବାର ସମେତ ୩୦ ଜଣଙ୍କୁ…

    Continue reading
    ଭିଜିଲାନ୍ସ ଜାଲରେ TPCODL କର୍ମଚାରୀ

    ନରସିଂହପୁର:କ୍ଷତିଗ୍ରସ୍ତ ବିଦ୍ୟୁତ୍ ଖୁଣ୍ଟ ବଦଳାଇବା ପାଇଁ ମୋଟ ୨୫,୦୦୦ ଟଙ୍କା ଲାଞ୍ଚ ଦାବିରୁ ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ TPCODL କର୍ମଚାରୀଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ପୂର୍ବରୁ UPI କାରବାର ମାଧ୍ୟମରେ ୮,୦୦୦ ଟଙ୍କା ନିଆଯାଇଥିଲା । ଆଜି,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ