ସଡ଼କ ଦୁର୍ଘଟଣା:ଆଇଆଇସି ମୃତ

ଭଦ୍ରକ: ସଡ଼କ ଦୁର୍ଘଟଣାରେ ପୁରୁଣା ବଜାର ଥାନା ଅତିରିକ୍ତ ଆଇଆଇସିଙ୍କ ପ୍ରାଣହାନି ଘଟିଛି। ମୃତକ ଜଣକ ହେଲେ ଅତିରିକ୍ତ ଆଇଆଇସି ବବୃବାହନ ନାୟକ। ସେ କଟକରେ ସ୍ବାସ୍ଥ୍ୟ ପରୀକ୍ଷା କରି ପୁଅ ସହ ବାଇକ୍‌ରେ ଫେରିବା ସମୟରେ କୁଆଖିଆ ନିକଟରେ ସଡ଼କ ଦୁର୍ଘଟଣା ଘଟିଥିଲା। ଫଳରେ ଅତିରିକ୍ତ ଆଇଆଇସିଙ୍କ ଜୀବନ ଚାଲିଥିବାବେଳେ ପୁଅ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

  • Related Posts

    ଅଦାଲତ ଅବମାନନା ମାମଲା: ତିନି ଦିନ ଭିତରେ କାର୍ଯ୍ୟକାରୀ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ବାରମ୍ବାର ସୁଯୋଗ ଦିଆଯିବା ପରେ ମଧ୍ୟ ପୂର୍ତ୍ତ ବିଭାଗ ଦ୍ବାରା ପୂର୍ବ ନିର୍ଦ୍ଦେଶ କାର୍ଯ୍ୟକାରୀ ନ ହେବା ପ୍ରସଂଗକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିବା ସହିତ କଡ଼ା ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ହାଇକୋର୍ଟଙ୍କ…

    Continue reading
    ଭଦ୍ରକ ଜିଲ୍ଲାପାଳ ଓ ଏସପିଏଙ୍କୁ ବ୍ୟକ୍ତିଗତ ହାଜିରା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ପାଳନ ନ କରିବା ଭଦ୍ରକ ସ୍ପେସାଲ ପ୍ଲାନିଂ କର୍ତ୍ତୃପକ୍ଷ(ଏସପିଏ)ଙ୍କ ପାଇଁ ମହଙ୍ଗା ପଡ଼ିଛି। କର୍ମଚାରୀଙ୍କୁ ଆରଏସିପି ସୁବିଧା ପ୍ରଦାନ ପାଇଁ ଇମପ୍ରୁଭମେଣ୍ଟ ଟ୍ରଷ୍ଟ, ଏସପିଏ ପାଇଁ କୌଣସି ଆଇନଗତ ବାଧା ନଥିବା ଶୁଣାଣି ବେଳେ ଜଣା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ