ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ

ଭୁବନେଶ୍ଵର : ଲୋକଙ୍କ ଡୋର ଷ୍ଟେପରେ ପହଞ୍ଚିବ ନ୍ୟାୟ। ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ। ପ୍ରଥମେ ୬ ଟି ଗ୍ରାମ୍ୟ ନ୍ୟାୟଳୟ ଆରମ୍ଭ ପାଇଁ ଅନୁମତି ଦିଆଯାଇଛି। ପରେ ରାଜ୍ୟରେ ସମସ୍ତ ବ୍ଲକରେ ଗ୍ରାମ୍ୟ ନ୍ୟୟାଳୟ ଖୋଲିବ। ଭାରତୀୟ ନ୍ୟାୟ ସଂହିତା ଜାଗୃତିକରଣ କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି।

ଆଇନ ମନ୍ତ୍ରୀ କହିଛନ୍ତି ଯେ, ଗ୍ରାମ୍ୟ ନ୍ୟାୟାଳୟ ଖୋଲିଲେ ମାମଲା ସଂଖ୍ୟା କମିବ। ଆଇନ ବ୍ୟବସ୍ଥା ଉପରେ ଚାପ କମିବ। ଯାହା ଦ୍ଵାରା ଲୋକେ ତ୍ଵରିତ ନ୍ୟାୟ ପାଇ ପାରିବେ। ଗ୍ରାମ୍ୟ ନ୍ୟାୟାଳୟରେ ମଧ୍ୟସ୍ଥତା ମାଧ୍ୟମରେ ସମାଧାନ କରିପାରିବେ। ଯାହାକି ଲୋକଙ୍କୁ ତ୍ଵରିତ ନ୍ୟାୟ ପାଇବାକୁ ସହାୟକ ହେବ।

  • Related Posts

    ଅଧ୍ୟାପକଙ୍କୁ ବିଧାୟକଙ୍କ ଅସଦଚାରଣ, ନିନ୍ଦା କଲା ବିଜେଡି

    ଭୁବନେଶ୍ବର: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅଧ୍ୟାପକଙ୍କୁ କଟକ ସଦରର ବିଜେପି ବିଧାୟକ ପ୍ରକାଶ ସେଠୀ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି । ଘଟଣାକୁ କଡ଼ା ଭାଷାରେ ନିନ୍ଦା କରିଛି ବିଜେଡି । ବିଜେପି ସରକାରରେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ରାଜନୈତିକ ହସ୍ତକ୍ଷେପ ବୃଦ୍ଧି ପାଉଛି…

    Continue reading
    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ