ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ବାର୍ଦ୍ଧକ୍ୟ ଭତ୍ତାକୁ ୨୫୦୦ ଟଙ୍କା ବଢାଇଛନ୍ତି ସରକାର।

ସରକାର ୮୦ ହଜାର ବୃଦ୍ଧାବୃଦ୍ଧଙ୍କ ପାଇଁ ଏହି ନୂଆ ବାର୍ଦ୍ଧକ୍ୟ ଭତ୍ତା ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି। ଯାହା ଖୁବଶୀଘ୍ର ଲାଗୁ ହେବ । ଲାଗୁ ହେବାପରେ ବର୍ତ୍ତମାନ ୫ ଲକ୍ଷ ୩୦ ହଜାର ବୟସ୍କଙ୍କୁ ପେନସନ ମିଳିବ।

ଏହା ଲାଗୁ ହେବା ପରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ହଜାର ଆବେଦନ ଆସିଛି। ତେଣୁ ଏହାକୁ ବିଚାର କରାଯାଇ, ସେମାନଙ୍କୁ ଏହି ଯୋଜନାରେ ସାମିଲ କରାଯିବ । ଦିଲ୍ଲୀ ସରକାରଙ୍କ ଘୋଷଣା ଅନୁସାରେ, ୬୦ରୁ ୬୯ ବର୍ଷ ବୟସର ବୃଦ୍ଧାବୃଦ୍ଧଙ୍କୁ ପ୍ରତିମାସରେ ୨ ହଜାର ଟଙ୍କା ଭତ୍ତା ଦିଆଯିବ। ସେହିପରି ୭୦ ବର୍ଷରୁ ଅଧିକ ବୟସର ଲୋକଙ୍କୁ ମାସିକ ୨୫୦୦ ଟଙ୍କା ଭତ୍ତା ପ୍ରଦାନ କରାଯିବ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ