ସହଦେବ ନାୟକ ହତ୍ୟାକାଣ୍ଡ : ଆତ୍ମସମର୍ପଣ କଲା ମୁଖ୍ୟଅଭିଯୁକ୍ତ

ଭୁବନେଶ୍ୱର: ସହଦେବ ନାୟକ ହତ୍ୟାକାଣ୍ଡ ମାମଲାରେ ମୁଖ୍ୟ ଅଭିଯୁକ୍ତ ରମା ନାୟକ ଗିରଫ । ମୁଖ୍ୟ ଅଭିଯୁକ୍ତ ରମା ନାୟକ ଥାନାରେ ଆତ୍ମସମର୍ପଣ କରିଛି । ଆତ୍ମସମର୍ପଣ ପରେ ଗିରଫ କଲା ପୋଲିସ । ଆଜି ଦିନ ୧୧ ରେ ଥାନାରେ ଆତ୍ମସମର୍ପଣ କରିଛି ରମା । ଜାନୁଆରୀ ୮ ତାରିଖରେ ସଫେଇ କର୍ମଚାରୀ ସହଦେଵ ନାୟକଙ୍କ ମୃତ୍ୟୁ ହୋଇଥିଲା । ରସୁଲଗଡ଼ ଓଭରବ୍ରିଜ ଉପରେ ସହଦେବଙ୍କ ମୁଣ୍ଡ ଗଣ୍ଡି ଅଲଗା କରିଦେଇଥିଲେ ଦୁର୍ବୁର୍ତ୍ତ । ପୋଲିସ ଘଟଣାରେ ମୋଟ ୬ ଜଣଙ୍କୁ ଗିରଫ କରିସାରିଛି । ମୁଖ୍ୟ ଅଭିଯୁକ୍ତକୁ ଗିରଫ ଦାବି କରି ଧାରଣାରେ ବସିଥିଲେ ସହଦେବଙ୍କ ପତ୍ନୀ । ମୁଖ୍ୟ ଅଭିଯୁକ୍ତ ଗିରଫ ନହେଲେ ବିଧାନସଭା ଆଗରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଥିଲେ । ୪୦ ଦିନ ପରେ ଅଭିଯୁକ୍ତ ଆତ୍ମସମର୍ପଣ କରିଛି । ଖୁବଶୀଘ୍ର ଅଭିଯୁକ୍ତ ଜଣଙ୍କୁ କୋର୍ଟଚାଲାଣ କରାଯିବ ।

  • Related Posts

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ କାଠିଆପଡ଼ା ଗ୍ରାମର କଲେଜ ଛାତ୍ରୀ ଜଳିଯିବା ମାମଲାରେ ବଡ଼ ଅପ୍‌ଡେଟ୍। ଅଭିଯୁକ୍ତ ପ୍ରେମିକ ପ୍ରମୋଦ ବେହେରାଙ୍କୁ ଗିରଫ କଲା ପୁଲିସ। ତାଙ୍କ ମୋବାଇଲ ଜବତ ହୋଇଥିବା ବେଳେ ବହୁ ଗୁରୁତ୍ବପୂର୍ଣ୍ଣ ସୁରାକ ମିଳିଛି। ସବୁ…

    ଯୁବତୀଙ୍କୁ ଉଠାଇ ନେଲେ

    ଉଦଳା: ବାପା-ମା’ଙ୍କ ସହିତ ବଜାର ଯାଇଥିଲେ ଯୁବତୀ । ଦୋକାନ ବାହାରେ ଆସି ଛିଡା ହୋଇଥିବା ବେଳେ ଅଚାନକ ୪ ଜଣ ଯୁବକ ମାସ୍କ ପିନ୍ଧି ବାଇକରେ ଆସି ଯୁବତୀଙ୍କୁ ଉଠାଇ ନେଲେ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା…

    Leave a Reply

    Your email address will not be published. Required fields are marked *

    You Missed

    ଗଞ୍ଜାମ ଜିଲ୍ଲାର ବିକାଶ ନ ହେଲେ ବିକଶିତ ଓଡ଼ିଶାର ସ୍ୱପ୍ନ ପୂରଣ ହୋଇପାରିବ ନାହିଁ: ଧର୍ମେନ୍ଦ୍ର

    ଗଞ୍ଜାମ ଜିଲ୍ଲାର ବିକାଶ ନ ହେଲେ ବିକଶିତ ଓଡ଼ିଶାର ସ୍ୱପ୍ନ ପୂରଣ ହୋଇପାରିବ ନାହିଁ: ଧର୍ମେନ୍ଦ୍ର

    ରେଳବାଇର ପାର୍ବଣ ଅଫର : ଏକାସଙ୍ଗେ ଯା’ଆସ ଟିକଟ ବୁକିଂରେ ୨୦% ରିଆତି

    ରେଳବାଇର ପାର୍ବଣ ଅଫର : ଏକାସଙ୍ଗେ ଯା’ଆସ ଟିକଟ ବୁକିଂରେ ୨୦% ରିଆତି

    ରାଜ୍ୟର ନିରନ୍ତର ବିକାଶ ଧାରାରେ ଆଜି କୋରାପୁଟ ଜିଲ୍ଲା ମଧ୍ୟ ସାମିଲ ହୋଇଛି – ମୁଖ୍ୟମନ୍ତ୍ରୀ

    ରାଜ୍ୟର ନିରନ୍ତର ବିକାଶ ଧାରାରେ ଆଜି କୋରାପୁଟ ଜିଲ୍ଲା ମଧ୍ୟ ସାମିଲ ହୋଇଛି – ମୁଖ୍ୟମନ୍ତ୍ରୀ

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ