ସାହସିକତା ପାଇଁ ୬ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ପଦକ

ଭୁବନେଶ୍ୱର: ସ୍ବାଧୀନତା ଦିବସ ପାଳନ ଅବସରରେ ରାଜ୍ୟସ୍ତରୀୟ ପୋଲିସ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଛି। ସାହସିକତା ପାଇଁ ୬ ଜଣଙ୍କୁ ରାଷ୍ଟ୍ରପତି ପଦକ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପଦକ ପ୍ରଦାନ କରିଛନ୍ତି। ଆର୍ମଡ ପୋଲିସ ଏସ୍‌ଆଇ ଗିରୀଶ ମାଝୀ, ଏସ୍‌ଓଜି ହାବିଲଦାର ପବିତ୍ର ସାହୁ, ହାବିଲଦାର ଉମେଶ ମୁଣ୍ଡା, ଏସ୍‌ଓଜି କମାଣ୍ଡୋ ପୀତାମ୍ବର ସତନାମ, ଓଏସ୍‌ଏପି କମାଣ୍ଡୋ କବି ରାଉତ, ଏସ୍‌ଓଜି କମାଣ୍ଡୋ ସୁଶାନ୍ତ ସାଗର, ବଲାଙ୍ଗୀର ଖପ୍ରାଖୋଲରେ ମାଓବାଦୀ ବିରୋଧୀ ଅପରେଶନରେ ସଂପୃକ୍ତ ଥିଲେ।

ସେହିପରି ବିଶିଷ୍ଟ ସେବା ପାଇଁ ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ମିଳିଛି। ଭିଜିଲାନ୍ସ ଅଧୀକ୍ଷକ ସରୋଜ ସାମଲ, କନଷ୍ଟେବଳ ସତ୍ୟବାଦୀ ମଲିକଙ୍କୁ ଏହି ପଦକ ମିଳିଛି। ଉଲ୍ଲେଖନୀୟ ସେବା ପାଇଁ ୧୧ ଜଣଙ୍କୁ ପଦକ ପ୍ରଦାନ କରାଯାଇଛି।

  • Related Posts

    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading
    ସାମ୍ବାଦିକଙ୍କ ସ୍ୱାସ୍ଥ୍ୟକୁ ନେଇ ସରକାର ଦାୟିତ୍ୱବାନ ଅଛନ୍ତି: ସ୍ଵାସ୍ଥ୍ୟ ମନ୍ତ୍ରୀ

    ଭୁବନେଶ୍ଵର : ଆୟୁଷ୍ମାନ ଭାରତ ସହ ସାମ୍ବାଦିକ ସ୍ଵାସ୍ଥ୍ୟ ବୀମା ମିଶିବା ଘଟଣା। ଅସନ୍ତୋଷ ପ୍ରକାଶ ପରେ ପ୍ରତିକ୍ରିୟା ରଖିଲେ ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ, ଆୟୁଷ୍ମାନ ଯୋଜନାରେ ସାମ୍ବାଦିକଙ୍କୁ ସାମିଲ କରିବା ନେଇ ପ୍ରକ୍ରିୟା ଆରମ୍ଭ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ