ସୁବର୍ଣ୍ଣରେଖାରେ ବନ୍ୟା: ରାଜଘାଟରେ ବିପଦ ସଂକେତ ଉପରେ ଜଳସ୍ତର

ଜଳେଶ୍ୱର: ସୁବର୍ଣ୍ଣରେଖା ନଦୀରେ ବନ୍ୟା ଦେଖା ଦେଇଛି । ରାଜଘାଟ ଠାରେ ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ବିପଦ ସଂକେତ ୧୦. ୩୬ ମିଟର ଥିବା ବେଳେ ଶନିବାର ସକାଳେ ଜଳ ସ୍ତର ୧୧. ୩୩ ମିଟର ରହିଛି ।
ତେବେ ବର୍ତ୍ତମାନ ସମୟରେ ବାଳିଆପାଳ ବ୍ଲକର ୫ଟି ପଞ୍ଚାୟତର ୨୦ରୁ ଅଧିକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ବାଳିଆପାଳ ଜାମକୁଣ୍ଡା ମୁଖ୍ୟରାସ୍ତା ପଞ୍ଚୁ ରୁଖୀଠାରେ ରାସ୍ତା ପାଖାପାଖି ୩୦ ଫୁଟ ଦବିବାକୁ ଲାଗିଲାଣି । ପ୍ରଶାସନ ପକ୍ଷରୁ ବାଲି ବସ୍ତା ପକାଇ ମରାମତି କରାଯାଉଥିବା ଦେଖିବାକୁ ମିଳିଛି ।

  • Related Posts

    “ମୁକ୍ତ ବାଣିଜ୍ୟ ଚୁକ୍ତି ସୁଯୋଗର ସଦୁପଯୋଗ” ଶୀର୍ଷକ କର୍ମଶାଳା

    ବିଶ୍ଵ ବଜାର ସମୃଦ୍ଧିର ନୂଆ ଦିଗନ୍ତ : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଭୁବନେଶ୍ୱର, ତା: ୧୩/୧୦/୨୦୨୬: ଓଡ଼ିଶାର ବ୍ୟବସାୟ ଓ ରପ୍ତାନି କ୍ଷେତ୍ରକୁ ବିଶ୍ୱ ବଜାରରେ ଏକ ନୂତନ ପରିଚୟ ପ୍ରଦାନ କରିବା ଉଦ୍ଦେଶ୍ୟରେ ସ୍ଥାନୀୟ ମେ’ଫେୟାର୍ କନଭେନସନଠାରେ “ମୁକ୍ତ ବାଣିଜ୍ୟ…

    Continue reading
    ଘାଟିକିଆ ଓ ଗାଡ଼କଣଠାରେ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଘାଟିକିଆ ଓ ଗାଡ଼କଣଠାରେ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ଉପକୃତ ହେବେ ୧,୬୦୮ ପରିବାର PMAY-Urban BANDHU” ଯୋଜନାରେ ଗାଡ଼କଣଠାରେ ସୁଲଭ ଭଡ଼ା ଆବାସ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କ୍ରୀଡ଼ା ଓ ସୁସ୍ଥତା ପାଇଁ ରାଜଧାନୀ ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ