ସୁଭଦ୍ରା : ତୃତୀୟ ପର୍ୟ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡି କର୍ମୀ

ଭୁବନେଶ୍ୱର : ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍ । ଡିସେମ୍ବର ସୁଦ୍ଧା ୧ କୋଟି ମହିଳା ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ତୃତୀୟ ପର୍ୟ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡି କର୍ମୀ । ଏଥିପାଇଁ ସମସ୍ତଙ୍କର ଯାଞ୍ଚ ସରିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ସୁଭଦ୍ରା ଯୋଜନା ଲାଗି ଆବେଦନ କରି ବାଦ୍ ପଡିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଗୁରୁବାର ସଂଧ୍ୟାରେ ବସିବାକୁ ଯାଉଛି ଗୁରୁତ୍ୱପୂର୍ଣ୍ଣ ବୈଠକ ।

ଆସନ୍ତା ୨୪ ତାରିଖରେ ୮୦ ଲକ୍ଷ ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା । ବର୍ତ୍ତମାନ ସୁଦ୍ଧା ୧ କୋଟି ୧୬ ଲକ୍ଷରେ ପହଞ୍ଚିଲାଣି ସୁଭଦ୍ରା ଆବେଦନାକୀରଙ୍କ ସଂଖ୍ୟା । ୫ ଲକ୍ଷ ଆବେଦନକାରୀଙ୍କୁ ସିଙ୍ଗଲ ଆକାଉଣ୍ଟ ଦେବାକୁ ପୁଣି ଅପିଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ଗୋଟିଏ ମୋବାଇଲ୍ ନମ୍ବର ସହ ଏକାଧିକ ଆକାଉଣ୍ଟ ଲିଙ୍କ ରହୁଛି । ଡିସେମ୍ବରରେ ପୁଣି ମିଳିବ ଚତୁର୍ଥ ପର୍ୟ୍ୟାୟ ଟଙ୍କା ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ