ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର

ବଙ୍ଗୋପ ସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର। ୧୨ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ସେପଟେ ରାଜ୍ୟବ୍ୟାପୀ ଆଜି ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। କେଉଁଠି ଲଗାଣ କେଉଁଠି ତୁହାକୁ ତୁହା।
ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ୫ ଜିଲ୍ଲାକୁ ଛାଡି ବାକି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା। ଆଜି କେନ୍ଦୁଝର ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି।ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲା ଅରେଞ୍ଜ ୱାର୍ଣ୍ଣିଂରେ ରହିଛି। ବାକି ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କିଛି ସ୍ଥାନରେ ବର୍ଷା ସହିତ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ପୂର୍ବାନୁମାନ କରାଯାଇଛି।

  • Related Posts

    ପିଆଜ ଦର ବୃଦ୍ଧି

    କଟକ: ଡାଲି, ତେଲ ,ଚାଉଳ, କଞ୍ଚା ପରିବା ପରେ ଏବେ ପିଆଜ ଦର ବୃଦ୍ଧି ହୋଇଛି । ଯେଉଁ ପିଆଜ ଦର ଗତ କିଛି ଦିନ ତଳେ ସ୍ୱାଭାବିକ ଥିଲା, ଏବେ ହଠାତ୍‌ ବୃଦ୍ଧି ପାଇଛି । ପୂର୍ବରୁ ପିଆଜ କିଲୋପ୍ରତି…

    Continue reading
    ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ

    ଭୁବନେଶ୍ବର: ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ବହିବା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକୁ ପ୍ରବଳରୁ ଅତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ