ସେପ୍ଟେମ୍ବରରୁ ବିଏମସି କୁକୁର ଗଣିବ

ଭୁବନେଶ୍ବର: ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ ବିଏମସି ପକ୍ଷରୁ କୁକୁର ଗଣନା ଆରମ୍ଭ ହେବ। ଭୋର ସମୟରେ ଗଣନା କରାଯିବ। ଏହି ସମୟରେ ଚାରିଆଡେ ଶୁନଶାନ ଥିବାରୁ କୁକୁରମାନେ ରାସ୍ତା ଉପରେ ମେଳି ହୋଇଥାନ୍ତି। ତେଣୁ ଏହି ସମୟରେ ସହଜରେ ଗଣନା କରାଯାଇପାରିବ ବୋଲି ବିଏମସି ବିଏମସି କମିସନର ଚଞ୍ଚଳ ରାଣା କହିଛନ୍ତି।ସ୍ଵଛସାଥୀ, ସଫେଇ କର୍ମୀଙ୍କ ସହ ବିଏମସି ଅଧିକାରୀମାନେ ମଧ୍ୟ କୁକୁର ଗଣନା କାର୍ୟ୍ୟରେ ସାମିଲ ହେବେ। ଗଣନା ପୂର୍ବରୁ ସ୍ୱତନ୍ତ୍ର ପ୍ରଶିକ୍ଷଣ ଦିଆଯିବ। ସପ୍ତାହେ ରୁ ୧୦ ଦିନ ମଧ୍ୟରେ ଭୁବନେଶ୍ୱରରେ ଏହି ଗଣନା ଶେଷ ହେବ।
ଭେଟେନାରୀ ଡାକ୍ତରଙ୍କ ପରାମର୍ଶ ନେଇ ପ୍ରତି ୱାର୍ଡରେ ଏକକାଳୀନ ଗଣନା ଆରମ୍ଭ ହେବ। ପ୍ରତି ୱାର୍ଡ ପାଇଁ ୩ ରୁ ୪ ଜଣ ଅଧିକାରୀ କୁକୁର ଗଣନା କାର୍ୟ୍ୟରେ ନିୟୋଜିତ ହେବେ। ଏହି ଗଣନା ପରେ କେଉଁ ଅଞ୍ଚଳରେ କେତେ କୁକୁର ଅଛନ୍ତି ଜଣାପଡ଼ିବ।

  • Related Posts

    ବଦଳିଲେ ଦୁଇ ଆଇଆଇସି

    ବଲାଙ୍ଗୀର: ଦବଙ୍ଗଗିରିକୁ ନେଇ ବଲାଙ୍ଗୀର ଏସ୍‌ପି ଅଭିଳାଷ ଜୀ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କଣ୍ଟାବାଞ୍ଜି ଥାନାକୁ ମାଡ଼ି ବସିଥିବା ରଶ୍ମିତା ବେହେରାଙ୍କୁ ସଇଁତଳା ଥାନା ଏବଂ ସଇଁତଳା ଥାନା ଅଧିକାରୀ ରମେଶ ଚନ୍ଦ୍ର ବଢ଼େଇଙ୍କୁ ବଲାଙ୍ଗୀର ହେଡ୍‌କ୍ୱାର୍ଟରକୁ ବଦଳି କରାଯାଇଛି।…

    Continue reading
    କଟିଥିବା ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ପଦକ୍ଷେପ

    ଭୁବନେଶ୍ୱର: ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼। କଟିଥିବା ହିତାଧିକାରୀଙ୍କୁ ସାମିଲ ପାଇଁ ବଡ଼ ପଦକ୍ଷେପ। ଯୋଗ୍ୟଙ୍କୁ ସାମିଲ ଏବଂ ଅଯୋଗ୍ୟଙ୍କୁ ବାଦ୍‌ ଦେବାକୁ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏନେଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଦଳିଲେ ଦୁଇ ଆଇଆଇସି

    ବଦଳିଲେ ଦୁଇ ଆଇଆଇସି

    କଟିଥିବା ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ପଦକ୍ଷେପ

    କଟିଥିବା ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ପଦକ୍ଷେପ

    ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର

    ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର

    ଭାରତ ଉପରେ ଶୁଳ୍କ ବସାଇବା ଜରୁରୀ ଥିଲା : ଟ୍ରମ୍ପ ପ୍ରଶାସନ

    ଭାରତ ଉପରେ ଶୁଳ୍କ ବସାଇବା ଜରୁରୀ ଥିଲା : ଟ୍ରମ୍ପ ପ୍ରଶାସନ

    ସମ୍ବଲପୁର ମହାନଗର ନିର୍ବାଚନ ପାଇଁ ହାଇକୋର୍ଟଙ୍କ ରାୟ ସ୍ୱାଗତଯୋଗ୍ୟ: ରୋହିତ ପୂଜାରୀ

    ସମ୍ବଲପୁର ମହାନଗର ନିର୍ବାଚନ ପାଇଁ ହାଇକୋର୍ଟଙ୍କ ରାୟ ସ୍ୱାଗତଯୋଗ୍ୟ: ରୋହିତ ପୂଜାରୀ

    ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ତର୍ଜମା ପରେ ପଦକ୍ଷେପ:ମନ୍ତ୍ରୀ

    ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ତର୍ଜମା ପରେ ପଦକ୍ଷେପ:ମନ୍ତ୍ରୀ