ସେବାଶ୍ରମରେ ମ୍ୟାଲେରିଆ ଆତଙ୍କ, ଭଉଣୀ ମୃତ; ଭାଇ ଗୁରୁତର

ରାୟଗଡା: ସେବାଶ୍ରମରେ ମ୍ୟାଲେରିଆ ଆତଙ୍କ । ଭଉଣୀ ମୃତ, ଭାଇ ଗୁରୁତର ଅଭିଯୋଗ । ରାୟଗଡା ଜିଲ୍ଲା ସଦର ମହକୁମା ଜେମାଦେଇପେଣ୍ଠ ପଞ୍ଚାୟତରେ ଥିବା ବଡରାଇସିଂ ଆଶ୍ରମ ବିଦ୍ୟାଳୟରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଅଭିଯୋଗ । ତାଙ୍କ ସାନ ଭାଇ ଗୁରୁତର ଥିବା ସୂଚନା ମିଳିଛି । ମୃତକ ହେଲେ ଖୁସି କିଲାକା ।

ଅଭିଯୋଗ ଅନୁଯାୟୀ, ୧୦ଦିନର ଛୁଟି ପରେ ଭାଇ ଭଉଣୀ ବିଦ୍ୟାଳୟକୁ ଆସିଥିଲେ । ଜ୍ୱରରେ ଆକ୍ରାନ୍ତ ହେବାରୁ ଖୁସିକୁ ପ୍ରଥରେ ଜେମାଦେଇପେଣ୍ଠ ସ୍ଥିତ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ରକ୍ତ ପରୀକ୍ଷା ପରେ ଖୁସି ମ୍ୟାଲେରିଆରେ ଆକ୍ରାନ୍ତ ଥିବା ଜଣାପଡିଥିଲ ।

ତୁରନ୍ତ ତାଙ୍କୁ ମ୍ୟାଲେରଆ ଔଷଧ ଦିଆଯାଇଥିଲା । ଗତକାଲି ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ଛାତ୍ରୀଙ୍କ ଭାଇ ମଧ୍ୟ ମ୍ୟାଲେରିଆରେ ଆକ୍ରାନ୍ତ ଅଛନ୍ତି । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

  • Related Posts

    ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    ଭୁବନେଶ୍ୱର ୧୭/୧୧/୨୦୨୬ : ଓଡ଼ିଶାରେ ଗ୍ରାମୀଣ ବିକାଶକୁ ଆଗକୁ ବଢ଼ାଇବା ପାଇଁ ନିଜର ପ୍ରତିବଦ୍ଧତାକୁ ଆହୁରି ସୁଦୃଢ଼ କରି, ବେଦାନ୍ତ ଆଲୁମିନିୟମ ମେଟାଲ ଲିମିଟେଡ୍ (ଭିଏଏମଏଲ୍), ଲାଞ୍ଜିଗଡ଼, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ଏହାର କାର୍ଯ୍ୟକ୍ଷେତ୍ର ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଇନ୍ଧନ-ଦକ୍ଷ ଚୁଲା…

    Continue reading
    ସୋଆ କପ୍‌ ୨୦୨୬ ଉଦ୍‌ଘାଟିତ

    ଭୁବନେଶ୍ୱର, ୧୭/୧୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ବାର୍ଷିର୍କ କ୍ରୀଡା ଉତ୍ସବ ‘ସୋଆ କପ୍‌’ ମଙ୍ଗଳବାର ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ୫ ସୋଆ ଷ୍ଟାଡିୟମ୍‌ ଠାରେ ଉଦ୍‌ଘାଟିତ ହୋଇଯାଇଛି । ପ୍ରାୟ ୧ ମାସରୁ ଊଦ୍ଧ୍ୱର୍ ଦିନ ଧରି ଚାଲିବାକୁ ଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !