ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର:ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର ନିଯୁକ୍ତ ହୋଇଛନ୍ତି । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ଏନେଇ ମଙ୍ଗଳବାର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ସେହିପରି ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଛନ୍ତି ଆଉ ୬ ସଦସ୍ୟ । ସୁକେଶୀ ଓରାମ, କଳ୍ପନା ଲେଙ୍କା, ଚନ୍ଦନା ଦାସ, କସ୍ତୁରୀ ମିଶ୍ର, ମନସ୍ମିତା ଖୁଣ୍ଟିଆ, ସୁଜାତା ନାୟକ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି ।
ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ନିଯୁକ୍ତ ହେବା ପରେ ସୋଭନା ମହାନ୍ତି କହିଛନ୍ତି, ମହିଳାଙ୍କୁ ନ୍ୟାୟ ପ୍ରଦାନ ପାଇଁ କାର୍ଯ୍ୟ କରିବି । ରାଜ୍ୟ ସରକାର ଏହାକୁ ପ୍ରାଥମିକତା ଦେଉଛନ୍ତି । ବାଲେଶ୍ୱର ଘଟଣାରେ କଠୋର ପଦକ୍ଷେପ ନେଇଛନ୍ତି । ଆଗକୁ ମଧ୍ୟ ମହିଳାଙ୍କୁ ନ୍ୟାୟ ପାଇଁ କଠୋର ପଦକ୍ଷେପ ନିଆଯିବ ।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ