ସ୍ତ୍ରୀକୁ ହତ୍ୟା ପରେ ସ୍ବାମୀର ଆତ୍ମହତ୍ୟା

ଭଦ୍ରକ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା । ଭଦ୍ରକ ପୁରୁଣା ବଜାର ଥାନା ନଙ୍ଗା ମହଲାରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଘର ଭିତରୁ ସ୍ବାମୀ ଓ ସ୍ତ୍ରୀଙ୍କ ମୃତଦେହ ପୁଲିସ ଉଦ୍ଧାର କରିଛି। ମୃତକ ହେଲେ ସୋନୁ ବିବି ଓ ତାଙ୍କ ସ୍ବାମୀ ସେକ ମୁସ୍ତଫା ରାଜା। ଖବର ପାଇ ଘଟଣାସ୍ଥଳରେ ପୁରୁଣା ବଜାର ଥାନ ପୋଲିସର ତଦନ୍ତ ଆରମ୍ଭ କରିଛି। ପାରିବାରିକ କଳହରୁ ଏପରି ଘଟଣା ଘଟିଥିବା ପୁଲିସ ଅନୁମାନ କରୁଛି।

  • Related Posts

    ଗୋଳାବନ୍ଧ ବିସ୍ଥାପିତଙ୍କ ପାଇଁ ୭୫.୬୦ କୋଟିର ପ୍ୟାକେଜ୍ ଘୋଷଣା

    ଭୁବନେଶ୍ୱର : ଦୀର୍ଘ ବର୍ଷର ଅପେକ୍ଷା ଓ ସଂଘର୍ଷ ପରେ ଗୋଳାବନ୍ଧର ନୋଳିଆ ବିସ୍ଥାପିତ ପରିବାରଙ୍କ ଅପେକ୍ଷାର ଅନ୍ତ ଘଟିଛି। ଗଞ୍ଜାମ ଜିଲ୍ଲା ଗୋଳାବନ୍ଧଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋଳାବନ୍ଧର ୧,୩୭୧ଟି ବିସ୍ଥାପିତ…

    Continue reading
    ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ‌

    ଭୁବନେଶ୍ବର : ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ରାଜ୍ୟ ସରକାରଙ୍କ ଦ୍ବାରା ଗୃହୀତ ହୋଇଛି । ଇସ୍ତଫା ପତ୍ର ଗ୍ରହଣ କରି ଗୃହ ମନ୍ତ୍ରଣାଳୟକୁ ପଠାଇଲେ ରାଜ୍ୟ ସରକାର। ସେ ବ୍ୟକ୍ତିଗତ କାରଣ ଦର୍ଶାଇ ଜୁଲାଇ ମାସରେ ନିଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ