ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେଲା ଲଘୁଚାପ: ୧୫ରେ ଅବପାତ, ୧୬ରେ ବାତ୍ୟା!

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୨୪ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ତା’ପରେ ଏହା ଆହୁରି ଘନୀଭୂତ ହୋଇ ୧୬ ସନ୍ଧ୍ୟା ସୁଦ୍ଧା ବାତ୍ୟାରେ ପରିଣତ ହୋଇପାରେ।ସ୍ପଷ୍ଟଚିହ୍ନିତ ଲଘୁଚାପଟି ବର୍ତ୍ତମାନ ଦକ୍ଷିଣପୂର୍ବ ବଙ୍ଗୋପସାଗର ସକ୍ରିୟ ଥିବାବେଳେ ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏ ବ୍ୟାପ୍ତ ହୋଇଛି।ସମ୍ଭାବ୍ୟ ବାତ୍ୟା କେଉଁ ଦିଗରେ ଗତି କରିବ ଓ ଏହାର ପ୍ରଭାବ କିପରି ରହିବ, ସେ ନେଇ ଆକଳନ କରାଯାଇନାହିଁ। ଅବପାତ ସୃଷ୍ଟି ହେବା ପରେ ସମ୍ଭାବ୍ୟ ବାତ୍ୟାର ଦିଗ ସମ୍ପର୍କରେ ଆକଳନ କରାଯାଇପାରିବ ବୋଲି ଜଣାପଡ଼ିଛି। ଯଦି ଏହା ବାତ୍ୟାର ରୂପ ନିଏ, ତା’ହେଲେ ଏହାର ନାଁ ‘ଅକଭାନ’ ରଖାଯିବ।ବଙ୍ଗୋପସାଗରରେ ଏହି ଯେଉଁ ସ୍ଥିତି ସୃଷ୍ଟି ହୋଇଛି, ତା ପ୍ରଭାବରେ ୧୭ ତାରିଖରୁ ଉପକୂଳ ଓଡ଼ିଶାରେ ପାଗ ବଦଳିପାରେ। ୧୮ ଓ ୧୯ ତାରିଖରେ କିଛି ସ୍ଥାନରେ ବର୍ଷା ହୋଇପାରେ।

  • Related Posts

    ଜଳସେଚନ ବିଭାଗର ବଡ଼ ତତ୍ପରତା: ୩ ଡ୍ୟାମ୍‌ରୁ ଜଳ ନିଷ୍କାସନ ଆରମ୍ଭ

    ଭୁବନେଶ୍ଵର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗର ବଡ଼ ତତ୍ପରତା । ଗଞ୍ଜାମ, ଗଜପତି, କନ୍ଧମାଳରେ ବେଶୀ ବର୍ଷା ନେଇ EICଙ୍କ ସୂଚନା । ୨୧ରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ଅଛି । ସେଥିପାଇଁ…

    Continue reading
    ବିଧାନସଭା ପାଇଁ ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା

    ଭୁବନେଶ୍ୱର:୧୮ରୁ ବିଧାନସଭାର ଅଷ୍ଟମ ଅଧିବେଶନ। ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା ପାଇଁ ଘୋଷଣା । ଏନେଇ ବିଜ୍ଞପ୍ତି ଜାରି କଲା କମିଶନରେଟ୍ ପୋଲିସ୍ । ବିଧାନସଭା ଦେଇ ବା ସଂଲଗ୍ନ ରାସ୍ତାରେ ସର୍ବସାଧାରଣ ଯାତାୟତ ମନା । ବିଧାନସଭା ପରିସରରେ ସୁରକ୍ଷା ଦୃଷ୍ଟିରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !