ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ ରକ୍ତଦାନ ଶିବିର

ଦେବଗଡ଼:ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ ପୌର ପରିଷଦ ପକ୍ଷରୁ ଆଜି ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି। ପୌର ନିର୍ବାହୀ ଅଧିକାରୀ କଳିଙ୍ଗ ଆଶିଷ ଶତପଥିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ ରକ୍ତଦାନ ଶିବିରକୁ ‌ପୌରାଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ। ଶିବିରରୁ ୨୦ ୟୁନିଟ ରକ୍ତ ସଂଗୃହୀତ କରାଯାଇଥିଲା।ଶିବିରରେ ଅନ୍ୟମାନଙ୍କ ମାନଙ୍କ ମଧ୍ୟରେ ଡେପୁଟୀ କଲେକ୍ଟର ସୌମ୍ୟାଶ୍ରୀ ସୁଚିସ୍ମିତା, ମୁକେଶ ଭୋଇ,ପ୍ରିୟା ତିର୍କୀ,କାଉନସିଲର ଇତିଶ୍ରୀ ମିଶ୍ର,କାର୍ତ୍ତିକ ମହାକୁଳ,ସଂଯୁକ୍ତା ଆଚାର୍ଯ୍ୟ,ସରୋଜିନୀ ମୁଣ୍ଡା, ପ୍ରମିଳା ବେହେରା ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ପୌର କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

  • Related Posts

    HIRAKUD DAM ହୀରାକୁଦ:୮ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

    ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ଖୋଲାଯାଇଛି। ଏବେ ମୋଟ ୮ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଜଳଭଣ୍ଡାରର ଜଳସ୍ତର ୬୨୫ ଫୁଟ୍‌ରେ ସ୍ଥିର ରହିଛି।ବର୍ତ୍ତମାନ ପ୍ରତି ସେକେଣ୍ଡରେ ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୩୬…

    Continue reading
    BMC ଭୁବନେଶ୍ୱର ବିକାଶ ପାଇଁ BMCର ମାଷ୍ଟରପ୍ଲାନ୍

    ଭୁବନେଶ୍ୱର: ସ୍ୱାୟତ୍ତ ଶାସନ ଦିବସରେ BMCର ବଡ଼ ଘୋଷଣା। ଭୁବନେଶ୍ୱର ବିକାଶ ପାଇଁ BMCର ମାଷ୍ଟରପ୍ଲାନ୍। ସ୍ମାର୍ଟ ଓ ସ୍ୱଚ୍ଛ ଭୁବନେଶ୍ୱର ପାଇଁ ହୋଇଛି ବଡ଼ ଯୋଜନା। ଆଜି ସ୍ୱାୟତ୍ତ ଶାସନ ଦିବସରେ ଏଭଳି ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ