ହତ୍ୟା ପୂର୍ବରୁ ନବଙ୍କୁ ୱାର୍ଣ୍ଣିଂ ଥିଲା: ସାଲୁଜା

ଭୁବନେଶ୍ୱର: ଗତ କିଛି ଦିନ ହେଲା ବିଭିନ୍ନ ଗଣମାଧ୍ୟମରେ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାକୁ ନେଇ ଜୋରଜାର ଚର୍ଚ୍ଚା ହେଉଛି । ତେବେ ଏହାରି ଭିତରେ ଏହି ମାମଲାକୁ ନେଇ ଏକ ବଡ଼ ଅପଡେଟ ସାମନାକୁ ଆସିଛି । ତାହା ହେଲା ନବ ଦାସ ହତ୍ୟା ମାମଲାକୁ ନେଇ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ଏକ ବିସ୍ଫୋରକ ବୟାନ ଦେଇଛନ୍ତି ।
ସେ କହିଛନ୍ତି ଯେ ହତ୍ୟା ପୂର୍ବରୁ ନବ ଦାସଙ୍କୁ କୋଲ ବ୍ଲକରୁ ଦୂରେଇ ରହିବାକୁ କୁହାଯାଇଥିଲା । ସେତେବେଳର ଏସପି ଓ ଜିଲ୍ଲାପାଳ ଦୂରେଇ ରହିବାକୁ କହିଥିଲେ । ସେମାନଙ୍କୁ କିଏ ଚାପ ପକାଇଥିଲେ ସମ୍ପୃକ୍ତ ଦୁଇ ଜଣ ହିଁ କହିପାରିବେ । ଷଡ଼ଯନ୍ତ୍ର ପଛରେ କିଏ, ସିବିଆଇ ତଦନ୍ତ ହେଲେ ସମ୍ପୃକ୍ତ ୨ ଜଣ ଅଫିସର କହିପାରିବେ ବୋଲି ଶ୍ରୀ ସାଲୁଜା କହିଛନ୍ତି ।

ସେହିପରି ସେ କହିଛନ୍ତି ଯେ ସେତେବେଳେ ମୁଁ ବିଧାନସଭାରେ ସିବିଆଇ ତଦନ୍ତ ପାଇଁ ଦାବି କରିଥିଲି । ଏବେ ବି ମୁଁ ସିବିଆଇ ତଦନ୍ତ ହେଲେ ନବ ଦାସ ହତ୍ୟା ପଛର ଷଡ଼ଯନ୍ତ୍ର ପଦାକୁ ଆସିବ ବୋଲି କହୁଛି । ଗୋପାଳ ହତ୍ୟା କରିଥିଲା ନା କରାଯାଇଥିଲା ତାହା ଜଣାପଡ଼ିବ ବୋଲି ଶ୍ରୀ ସାଲୁଜା କହିଛନ୍ତି ।

  • Related Posts

    କୋଟିଆ ବିବାଦ ପ୍ରସଙ୍ଗ : ଆଇନଗତ ଓ ପ୍ରଶାସନିକ ପଦକ୍ଷେପକୁ ରାଜସ୍ୱ ମନ୍ତ୍ରୀଙ୍କ ଗୁରୁତ୍ୱ

    ଭୁବନେଶ୍ୱର : କୋରାପୁଟ ଜିଲ୍ଲା ପଟାଙ୍ଗୀ ବ୍ଲକ୍ ଅନ୍ତର୍ଗତ କୋଟିଆ ଅଞ୍ଚଳରେ ଦୀର୍ଘକାଳୀନ ବିବାଦର ଶୀଘ୍ର ଓ ସ୍ଥାୟୀ ସମାଧାନ ନିମନ୍ତେ ରାଜ୍ୟ ସରକାର ଆବଶ୍ୟକ ସମସ୍ତ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ…

    Continue reading
    ଶାହଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଜନ୍ମଦିନରେ ଛୁଟୁଛି ପ୍ରଂଶସାର ସୁଅ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲେଖିଛନ୍ତି କି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ସମର୍ପଣ ଏବଂ ଦୃଢ଼ ନିଷ୍ଠା ସହିତ ରାଷ୍ଟ୍ର ସେବା କରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି