ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

କଟକ: ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ। କଟକ ଜିଲ୍ଲା ବଡ଼ମ୍ବା ଥାନା କୁସାପାଳ ଗାଁର ନରେଶ ନାୟକଙ୍କର ମୃତ୍ୟୁ ହୋଇଛି। ତେବେ ସ୍ଥାନୀୟ ନରେଇଜାନୀ ନିକଟରେ ଥିବା ଏକ ଫାର୍ମ ହାଉସ ରେ ଗତକାଲି ରାତ୍ରିରେ ହାତୀ ପଶିଥିଲା।ହାତୀ ଘଉଡାଇବାକୁ ଯାଇଥିବା ବେଳେ ଆକ୍ରମଣର ଶିକାର ହୋଇଥିଲେ ନରେଶ। ବନ ବିଭାଗର ନାଇଟ ପ୍ରାଟୋଲିଂ ରେ ଅବହେଳା ଯୋଗୁଁ ଧନଜୀବନ କ୍ଷୟକ୍ଷତୀ ହେଉଥିବା ଅଭିଯୋଗ ହୋଇଛି। ସେପଟେ ଗାଁ ରାସ୍ତାରେ ଆଲୋକୀକରଣ ବ୍ୟବସ୍ଥା ନଥିବାରୁ ମୃତକଙ୍କ ପରିବାର ବଡମ୍ବା ଥାନା ଓ ବଡମ୍ବା ବନ ବିଭାଗ କାର୍ୟ୍ୟାଳୟରେ ପହଂଚି ଅଭିଯୋଗ କରିଛନ୍ତି।

ଅଭିଯୋଗ ଆଧାରରେ ଉଭୟ ପୋଲିସ ଓ ବନ କର୍ମଚାରୀ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପଟେ ମୃତକଙ୍କ ପରିବାରକୁ ସରକାରୀ ଆର୍ଥିକ ସହାୟତା ଯୋଗାଇଦିଆଯିବ ବୋଲି ସ୍ଥାନୀୟ ବିଧାୟକ କହିଛନ୍ତି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ