ହ୍ରାସ ପାଇଛି ରାତି ତାପମାତ୍ରା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଅଞ୍ଚଳରେ ରାତି ତାପମାତ୍ରା ହ୍ରାସ ପାଇଛି। ୧୧ ସ୍ଥାନରେ ପାରଦ ୨୦ଡିଗ୍ରୀ ତଳେ ରେକର୍ଡ ହୋଇଛି। ପାହାଡିଆ ଅଞ୍ଚଳ ମଧ୍ୟରେ ସେମିଳିଗୁଡାରେ ସର୍ବନିମ୍ନ ତାପମାତ୍ରା ୧୩.୫ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ସମତଳ ଅଞ୍ଚଳ ମଧ୍ୟରେ ଫୁଲବାଣୀରେ ୧୬.୫ଡିଗ୍ରୀ ରହିଛି। ସେହିଭଳି କେନ୍ଦୁଝର ୧୮.୧, କୋରାପୁଟ ୧୭, ରାୟଗଡା ୧୮.୨, ଦାରିଙ୍ଗବାଡି ୧୬.୫, ନବରଙ୍ଗପୁର ୧୮.୬, ଭବାନୀପାଟଣା ୧୭, ଜି.ଉଦୟଗିରି ୧୫.୨, ଅନୁଗୋଳ ୧୭.୬, ଭଦ୍ରକ ୧୮.୫, ଭୁବନେଶ୍ବର ୨୨.୩ ଏବଂ କଟକରେ ୨୧.୩ ଡିଗ୍ରୀ ରାତି ତାପମାତ୍ରା ରେକର୍ଡ ହୋଇଛି। ଆସନ୍ତା ୪ଦିନ ପର୍ୟ୍ୟନ୍ତ ପାଗ ଶୁଖିଲା ରହିବା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

  • Related Posts

    ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଅଗଷ୍ଟ ପର୍ଯ୍ୟନ୍ତ ୧୪ ବର୍ଷା

    ଭୁବନେଶ୍ବର: ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ରହିଛି । ଆଜି ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୂରଭଞ୍ଜ,…

    ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର

    କାମାକ୍ଷାନଗର: ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତଥା ତୁମୁସିଂହା ଥାନା ଅନ୍ତର୍ଗତ କନ୍ତିଓକାଟେଣୀ ଗ୍ରାମ ନିକଟବର୍ତ୍ତୀ ରେଙ୍ଗାଲି କେନାଲ ରାସ୍ତାରେ ଯାତ୍ରୀବାହୀ ବସ ଓଲଟି କୋଡିଏ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ପରଜଙ୍ଗ ଥାନା କୁମୁସୀ ଗ୍ରାମରୁ ଜଗନ୍ନାଥ ନାମକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଅଗଷ୍ଟ ପର୍ଯ୍ୟନ୍ତ ୧୪ ବର୍ଷା

    ସିପିଆର୍‌ ଦେଇ ଯୁବକଙ୍କ ଜୀବନ ରକ୍ଷା ଟ୍ରାଫିକ୍‌ ପୁଲିସ

    ୫୧ତମ ଜାତୀୟ କନିଷ୍ଠ ସନ୍ତରଣ ପ୍ରତିଯୋଗିତା: ସାଇ ସ୍ବରୂପଙ୍କୁ ୨ଟି ସ୍ବର୍ଣ୍ଣ

    ଘର ଦେବା ନାଁରେ ୨.୧୫ କୋଟି ଲୁଟ୍, ଠକ ଦମ୍ପତି ଗିରଫ

    ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି

    ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର