୧୨ଟା ୧୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ଵର : ବିଧାନସଭା ବଜେଟ ଅଧିବେଶନ ଦ୍ବିତୀୟ ପର୍ୟ୍ୟାୟର ଆଜି ୪ର୍ଥ ଦିନ । ଆଜି ଗୃହରେ ରନ୍ଧନ ଗ୍ୟାସ୍ ଅଭାବ ପ୍ରସଙ୍ଗ ଉଠିଛି। ବିଧାନସଭାରେ ବିରୋଧୀ ବିଧାୟକମାନଙ୍କ ହୋହଲ୍ଲା କରିଛନ୍ତି। ଗୃହକାର୍ୟ୍ୟ ଆରମ୍ଭରୁ ଗ୍ୟାସ୍‌ ସମସ୍ୟାକୁ ନେଇ ହଟ୍ଟଗୋଳ ଦେଖିବାକୁ ମିଳିଛି। ହାତରେ ପ୍ଲାକାର୍ଡ ଧରି କଂଗ୍ରେସ ସଦସ୍ୟମାନେ ପ୍ରତିବାଦ କରିଥିବାବେଳେ ବିଜେଡି ସଦସ୍ୟମାନେ ନିଜ ନିଜ ଆସନରେ ଛିଡା ହୋଇ ନାରାବାଜି କରିଥିଲେ। ଯାହାକୁ ନେଇ ବାଚସ୍ପତି ଗୃହକୁ ସାଢେ ୧୧ଟା ପର୍ୟ୍ୟନ୍ତ ଘୋଷଣା କରିଥିଲେ। ସାଢେ ୧୧ଟାରେ ଗୃହ କାର୍ୟ୍ୟ ଆରମ୍ଭ ହେବା ମାତ୍ରେ ପୁର୍ନବାର ସମାନ ପରିସ୍ଥିତି ଦେଖିବାକୁ ମିଳିଥିଲା। ବାଚସ୍ପତି ୧୨ଟା ୧୦ ଯାଏଁ ଗୃହ ମୁଲତବୀ ଘୋଷଣା କରିଛନ୍ତି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ