୧୩ରେ ଘୂର୍ଣ୍ଣିବଳୟ !

ଭୁବନେଶ୍ବର: ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବା ସମ୍ଭାବନା ଅଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଦିନେ, ଦୁଇ ଦିନ ବର୍ଷା ହୋଇପାରେ। ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି। ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ମଙ୍ଗଳବାର କିଛି ଜିଲାରେ ଘଡ଼ଘଡ଼ି ସହ ପବନର ବେଗ ୩୦ରୁ ୪୦ କି.ମି ମଧ୍ୟରେ ରହିବ। ସେଥିପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ତିନି ଦିନ ଯାଏ ସ୍ବଳ୍ପରୁ ମଧ୍ୟମ ଧରଣର ବୃଷ୍ଟିପାତ ହୋଇପାରେ।

  • Related Posts

    ଦାଦନ ମୃତକଙ୍କ ପରିବାର ପାଖରେ ‘ସ୍ୱାକ୍‌’,ଅସହାୟ ପରିବାରକୁ ରାସନ, ପୋଷାକ ଓ ସହାୟତା ପ୍ରଦାନ

    ଘୁ.ଉଦୟଗିରି: ସ୍ୱାଧୀନତା ଦିବସ ଅବସରରେ ମାନବିକତାର ଏକ ନିଆରା ଉଦାହରଣ ସୃଷ୍ଟି କରିଛି ‘ସୋସିଆଲ୍ ୱର୍କର୍ସ ଅଫ୍ କନ୍ଧମାଳ’ (ସ୍ୱାକ୍‌)। କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ସମୟରେ ଗତ ୯ ଅଗଷ୍ଟରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଟିକାବାଲି ବ୍ଲକ…

    Continue reading
    ନିଶାମୁକ୍ତ ଓଡ଼ିଶା ସହ ଆଧୁନିକ ପୋଲିସ ବାହିନୀ ଗଠନ ଆମର ଲକ୍ଷ୍ୟ: ଡିଜିପି

    ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା, ଅପରାଧ ଦମନ, ଦୋଷୀ ସାବ୍ୟସ୍ତ ହାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ