୧୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତା ସୋମବାର ଜୁଲାଇ ୧୩ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ କାର୍ଯ୍ୟ ଅବାରୁ ଆସନ୍ତା ସୋମବାର ୧୩ତାରିଖରେ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତି ଅଭିଯୋଗ ଶୁଣାଣିର ତାରିଖ ଜନ ସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ