୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

ଭୁବନେଶ୍ୱର : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ବଡ଼ ବୟାନ। କହିଲେ ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ। ଏନେଇ ଚର୍ଚ୍ଚା ଆଲୋଚନା ଚାଲିଛି। ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହେଉଛି ମୁଖ୍ୟମନ୍ତ୍ରୀଙ୍କ କାମ। ମୁଖ୍ୟମନ୍ତ୍ରୀ ଦଳକୁ ପରାମର୍ଶ ମାଗିଲେ, ଆମେ ନିଶ୍ଚୟ ଦେବୁ।

ଦିଲ୍ଲୀରୁ ଫେରିବା ପରେ ମନମୋହନ ସାମଲ ରାଜ୍ୟରେ ମନ୍ତ୍ରିମଣ୍ଡଳ ଅଦଳବଦଳ ଏବଂ ଖାଲିପଡିଥିବା ନିଗମ ପଦବୀ ପୂରଣ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଆସନ୍ତା ୧୫ ଦିନରୁ ମାସେ ମଧ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହେବ । ପ୍ରଥମେ ସଂଗଠନ, ବୋର୍ଡ, ନିଗମର ଚୟନ କରାଯିବ । ଆଉ ପରେ ମନ୍ତ୍ରିମଣ୍ଡଳ ନେଇ ଆଲୋଚନା ହେବ । ଯୋଗ୍ୟତା, ଦକ୍ଷତା ଏବଂ ଅଭିଜ୍ଞତା ଆଧାରରେ ମନ୍ତ୍ରିମଣ୍ଡଳରେ ଯାହାକୁ ଯାହା ଦାୟିତ୍ୱରେ ଦିଆଯାଇଛି, ସେ ତାହାକୁ ସେ ଠିକ୍ ଭାବେ ନିର୍ବାହ କରୁଛନ୍ତି । ଦିନ କି ଦୁଇ ଦିନ ମଧ୍ୟରେ ରାଜ୍ୟ ବିଜେପି ପାଇଁ ନୂଆ ଟିମ୍ ଗଠନ କରାଯିବ । ପରେ ବୋର୍ଡ ଓ ନିଗମ ପଦବୀ ପୂରଣ ହେବ। ମନ୍ତ୍ରିମଣ୍ଡଳ ନେଇ ସଂସଦୀୟ ବୋର୍ଡ ନିଷ୍ପତ୍ତି ନେବ।

  • Garvita Odia

    Related Posts

    ଓଡ଼ିଶାରେ ଲାଗୁ ହେଉ ରାଷ୍ଟ୍ରପତି ଶାସନ: ପ୍ରମିଳା

    ଭୁବନେଶ୍ୱର: ଓଡ଼ିଶାରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ୟ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗ କରି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ଦାବି କରିଛନ୍ତି । ତାଙ୍କ ମତରେ, ରାଜ୍ୟର ପରିସ୍ଥିତି ମଣିପୁରଠାରୁ ମଧ୍ୟ ଅଧିକ ସାଂଘାତିକ…

    ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

    କଟକ: କଟକ ଓଏମପିରୁ କନ୍ଦରପୁର ହେବ ଏଲିଭେଟେଡ କରିଡର । ରବିବାର କଟକ ସାଂସଦ ଭର୍ତ୍ତୃହରି ମହତାବ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ସହ ଆଲୋଚନା ହୋଇଛି । ଏନେଇ…

    Leave a Reply

    Your email address will not be published. Required fields are marked *

    You Missed

    ଘୋଷଣା କଲେ ଟ୍ରମ୍ପ: ଯୁଦ୍ଧ ବିରତି ପାଇଁ ଥାଇଲାଣ୍ଡ ଓ କାମ୍ୱୋଡିଆ ରାଜି

    ଘୋଷଣା କଲେ  ଟ୍ରମ୍ପ: ଯୁଦ୍ଧ ବିରତି ପାଇଁ  ଥାଇଲାଣ୍ଡ ଓ କାମ୍ୱୋଡିଆ ରାଜି

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ଓଡ଼ିଶାରେ ଲାଗୁ ହେଉ ରାଷ୍ଟ୍ରପତି ଶାସନ: ପ୍ରମିଳା

    ଓଡ଼ିଶାରେ  ଲାଗୁ ହେଉ ରାଷ୍ଟ୍ରପତି ଶାସନ: ପ୍ରମିଳା

    ଆଜିଠୁ କମିବ ବର୍ଷା

    ଆଜିଠୁ କମିବ ବର୍ଷା

    ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

    ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

    ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି

    ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି