୧୫ ବର୍ଷରୁ ପୁରୁଣା ସରକାରୀ ଗାଡ଼ିର ହେବ ସ୍କ୍ରାପିଂ

ଭୁବନେଶ୍ୱର: ୧୫ ବର୍ଷରୁ ପୁରୁଣା ସରକାରୀ ଗାଡ଼ିର ହେବ ସ୍କ୍ରାପିଂ । ଅକ୍ଟୋବର ୧୫ ସୁଦ୍ଧା ୬ ହଜାରରୁ ଅଧିକ ପୁରୁଣା ସରକାରୀ ଗାଡ଼ିର ସ୍କ୍ରାପିଂ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୋଟ ୬ହଜାର ୨୪୧ ଗାଡ଼ିକୁ ସ୍କ୍ରାପିଂ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ବର୍ତ୍ତମାନ ଓଡ଼ିଶା ପୁଲିସ ନିକଟରେ ସର୍ବାଧିକ ପୁରୁଣା ଗାଡ଼ି ରହିଛି । ୧୪ ଶହ ୮୩ଟି ଗାଡ଼ି ପୁରୁଣା ଗାଡ଼ି ଓଡ଼ିଶା ପୁଲିସ ବିଭାଗରେ ରହିଛି । ସେହିପରି ଗୃହ ବିଭାଗ ପାଖରେ ୧ହଜାର ୧୮୯ଟି ପୁରୁଣା ଗାଡ଼ି ରହିଛି । ତେବେ ପୁରୁଣା ଗାଡ଼ିକୁ ସ୍କ୍ରାପିଂ କରି ସେ ସ୍ଥାନରେ ନୂଆ ଗାଡ଼ି କିଣିବେ ସରକାର ।

  • Related Posts

    ମୋହନଙ୍କ ବଡ଼ ନିଷ୍ପତ୍ତି : ନବମ ଓ ଦଶମ ପିଲାଙ୍କୁ ମିଳିବ ମାଗଣା ବହି

    ଭୁବନେଶ୍ୱର, ୧୩ ।୧୦ : ରାଜ୍ୟ କ୍ୟାବିନେଟ ନବମ ଓ ଦଶମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ନିଃଶୁଳ୍କ ପାଠ୍ୟପୁସ୍ତକ ପ୍ରଦାନ କରିବେ । ୨୦୨୫-୨୬ରୁ ୨୦୨୯-୩୦ ପର୍ଯ୍ୟନ୍ତ ଏହା ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବ । ଏହାଦ୍ୱାରା ୨୮.୯୦ ଲକ୍ଷ…

    Continue reading
    ମୋହନଙ୍କ ବଡ଼ ନିଷ୍ପତ୍ତି : ବର୍ଷା ଜଳ ନିଷ୍କାସନ ପାଇଁ ୫ ଶହ କୋଟି

    ଦକ୍ଷତା ବିକାଶ ଯୋଜନାକୁ ମଞ୍ଜୁରୀ ମତ୍ସ୍ୟ ସେବା କ୍ୟାଡ଼ର ପଦବୀ ବୃଦ୍ଧି ନୂଆଗଡ଼ ମତ୍ସ୍ୟ ବନ୍ଦର ବିଡ୍‌କୁ ମଞ୍ଜୁରୀ ଭୁବନେଶ୍ୱର, ୧୩ ।୧୦ : ଯୁବକ ଯୁବତୀଙ୍କୁ ଦକ୍ଷ କରିବା ପାଇଁ ମୋହନ ସରକାର ଦକ୍ଷତା ବିକାଶ ଯୋଜନା ଆରମ୍ଭ କରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ