୧୭ଟି ଜିଲ୍ଲାରେ ଜାରି ହେଲା ଆକସ୍ମିକ ବନ୍ୟା ସୂଚନା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଖୋର୍ଦ୍ଧା, ପୁରୀ, ନୂଆପଡ଼ା, ବଲାଙ୍ଗୀର ଓ ଝାରସୁଗୁଡ଼ା ଆଦି ୧୭ଟି ଜିଲ୍ଲାରେ ଆକସ୍ମିକ ବନ୍ୟା ନେଇ ଚେତାବନୀ ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁଁ ନିଷ୍କାସନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜିପାରେ। ସ୍ଥିତି ଉପରେ କଡ଼ା ନଜର ରଖିବା ପାଇଁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।

  • Related Posts

    ରାଜ୍ୟରେ ୨୨ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରି , ୭ ହଜାର ୭୬୫ ନିଯୁକ୍ତି ସୁଯୋଗ

    ଭୁବନେଶ୍ଵର: ରାଜ୍ୟ ସ୍ତରୀୟ ୧୫୧ତମ ସିଙ୍ଗିଲ୍‌ ଉଇଣ୍ଡୋ କ୍ଲିୟରାନ୍ସ ଅଥୋରିଟି(ଏସଏଲଏସଡ଼ବ୍ଲୁ ସିଏ) ବୈଠକରେ ରାଜ୍ୟ ସରକାର ଆଜି ୩,୮୫୫.୩୮ କୋଟି ଟଙ୍କାର ୨୨ଟି ଶିଳ୍ପ ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରିଛନ୍ତି । ଏହି ପ୍ରସ୍ତାବଗୁଡ଼ିକ ମାଧ୍ୟମରେ ୭,୭୬୫ ଟି ନିଯୁକ୍ତି…

    Continue reading
    ଓଡ଼ିଶାର ୩୫.୩୯ ଲକ୍ଷ ଚାଷୀଙ୍କୁ ମିଳିବ ୭୦୭ କୋଟିରୁ ଅଧିକ ଟଙ୍କା

    ଭୁବନେଶ୍ଵର: ଆସନ୍ତାକାଲି ‘ପିଏମ୍-କିଷାନ ଉତ୍ସବ ଦିବସ’ ଅବସରରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ପିଏମ୍-କିଷାନ ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି ଯୋଜନାରେ ଓଡ଼ିଶାର ୩୫ ଲକ୍ଷରୁ ଅଧିକ ଚାଷୀ ହେବେ ଉପକୃତ ହେବେ। ଓଡ଼ିଶାରେ ଏହି ଅବସରରେ ରାଜ୍ୟସ୍ତରୀୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ