୧୮ରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଓଡିଶା ଗସ୍ତ

ଭୁବନେଶ୍ଵର,୧୨/୦୫:ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ। କଣ ହୋଇପାରେ କାରଣ ବଢିବ କି ମନ୍ତ୍ରୀମଣ୍ଡଳର କାୟା। ତେବେ ଆସନ୍ତା ୧୮ ତାରିଖରେ ନିତିନ ନବୀନ ବିଜେପି ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେବା ନେଇ ସୂଚନା ମିଳିଛି। ଜଟଣୀରେ ଆୟୋଜିତ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିରରେ ଉଦଘାଟନୀ ସହ ନିଜର ଅଭିଭାଷଣ ରଖିବେ ଓ ଅପରାହ୍ନରେ ରାଜ୍ୟ ବିଜେପି କାର୍ୟ୍ୟାଳୟରେ ଅନୁଷ୍ଠିତ କୋର କମିଟି ବୈଠକରେ ଯୋଗଦେବେ । ମନ୍ତ୍ରୀମାନଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି। ସରକାର ଓ ସଂଗଠନ ମଧ୍ୟରେ ସମନ୍ୱୟ ରକ୍ଷା ପାଇଁ ବ୍ଲୁ-ପ୍ରିଣ୍ଟ ହୋଇପାରେ । ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ ପ୍ରଥମ ଥର ପାଇଁ ନିତିନ ଆସୁଛନ୍ତି ଓଡ଼ିଶା। ପଂଚାୟତ ଓ ପୌର ନିର୍ବାଚନ ପୂର୍ବରୁ ବିଜେପି ରାଷ୍ଟ୍ରୀୟ ଅଧକ୍ଷଙ୍କ ଓଡିଶା ଗସ୍ତ ଗୁରୁତ୍ୱ ବହନ କରୁଛି।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ