୧୮ ଓ ୨୫ରେ ମୂଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଅଭିଯୋଗ ବନ୍ଦ

ଚଳିତ ମାସ ୧୮ ଓ ୨୫ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ । କାର୍ଯ୍ୟବ୍ୟସ୍ତତା ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିପାରିବେ ନାହିଁ ବୋଲି ଜଣାପଡ଼ିଛି ।

ଚଳିତ ମାସ ୧୮ ଓ ୨୫ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ । କାର୍ଯ୍ୟବ୍ୟସ୍ତତା ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିପାରିବେ ନାହିଁ ବୋଲି ଜଣାପଡ଼ିଛି ।

ଉଲ୍ଲେଖଯୋଗ୍ୟ, ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତ ଜୁଲାଇ ୧ରୁ ପ୍ରତ୍ୟେକ ସୋମବାର ‘ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ’ରେ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି ।

Related Posts

ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

Continue reading
ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ