୧୯୧ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣାଧୀନ:ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଏବେ ୧୯୧ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣାଧୀନ ରହିଛି । ମଙ୍ଗଳବାର ବିଧାନସଭାରେ ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନର ଉତ୍ତର ରଖି ଏହି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ।
ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ମାତ୍ର ୧୬ଟି ପାନୀୟ ଜଳ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି । ନିର୍ମାଣାଧୀନ ୧୯୧ଟି ପାନୀୟ ଜଳ ପ୍ରକଳ୍ପ ୩ଟି ପର୍ଯ୍ୟାୟରେ ସମ୍ପୂର୍ଣ୍ଣ ହେବ । ୨୦୨୫ ମାର୍ଚ୍ଚ ସୁଦ୍ଧା ୫୬ଟି, ଡିସେମ୍ବର ସୁଦ୍ଧା ୫୪ଟି ସରିବ । ବାକି ୮୧ଟି ପ୍ରକଳ୍ପ ୨୦୨୫ ଜୁନ ସୁଦ୍ଧା ଶେଷ କରିବାକୁ ବିଭାଗ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି ।

  • Related Posts

    ରାଜଧାନୀରେ ଘରୋଇ ହସ୍ପିଟାଲରେ ଡ୍ୟୁଟି ସମୟରେ ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ

    ଭୁବନେଶ୍ଵର:ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଡ୍ୟୁଟି ସମୟରେ ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି। ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଏକ ପ୍ରତିଷ୍ଠିତ ଘରୋଇ ହସ୍ପିଟାଲରେ ଘଟିଛି ଏହି ଅଭାବନୀୟ ଘଟଣା। ହସ୍ପିଟାଲ ବାଥରୁମ୍ ଭିତରୁ ମିଳିଛି ମୃତଦେହ।…

    ଏ.ଜି. ଛକରେ ସିରିଜ ଦୁର୍ଘଟଣା ଅଳ୍ପକେ ବର୍ତ୍ତିଲେ ଚାଳକ, ଯାତ୍ରୀ ଗୁରୁତର

    ଭୁବନେଶ୍ଵର:ରାଜଧାନୀର ଏ.ଜି. ଛକରେ ସିରିଜ ଦୁର୍ଘଟଣା। କାରକୁ ପିଟିଲା ହାଇୱା ଟ୍ରକ୍। ଅଳ୍ପକେ ବର୍ତ୍ତିଲେ କାର ଗାଡ଼ି ଚାଳକ ଓ ଯାତ୍ରୀ। ହାଇୱା ଟ୍ରକ୍ ଟି ରାଜମହଲରୁ କଲ୍ପନା ଆଡ଼କୁ ଯାଉଥିବା ବେଳେ କାରଟି ବିମାନ ବନ୍ଦରରୁ ତ୍ରିଶୂଳିଆ ଅଭିମୁଖେ ଯାଉଥିଲା।…

    Leave a Reply

    Your email address will not be published. Required fields are marked *

    You Missed

    ରାଜଧାନୀରେ ଘରୋଇ ହସ୍ପିଟାଲରେ ଡ୍ୟୁଟି ସମୟରେ ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ

    ଏ.ଜି. ଛକରେ ସିରିଜ ଦୁର୍ଘଟଣା ଅଳ୍ପକେ ବର୍ତ୍ତିଲେ ଚାଳକ, ଯାତ୍ରୀ ଗୁରୁତର

    ୪୪ ହଜାର ଶିକ୍ଷକ ପଦବୀ ପୂରଣ ନିଷ୍ପତ୍ତି ପ୍ରତ୍ୟାହାର

    ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ତୃତୀୟ କିସ୍ତି

    ୧୨ରୁ ରାଜ୍ୟବ୍ୟାପୀ କୃମିନାଶକ ଔଷଧ ଓ ଭିଟାମିନ-ଏ ଅଭିଯାନ

    ୨୫ ତାରିଖ ସୁଦ୍ଧା ରାଜ୍ୟରେ ଶକ୍ତିଶ୍ରୀ କେନ୍ଦ୍ର ସ୍ଥାପନ