୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ : ରାଜ୍ୟପାଳ

ଭୁବନେଶ୍ବର: ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି। ‘ସରକାର ନୂଆ ଶିକ୍ଷାନୀତିକୁ ଓଡ଼ିଶାରେ ଲାଗୁ କରିଛନ୍ତି। ଆଜି ବଜେଟ୍ ଅଧିବେଶନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଅଭିଭାଷଣ ରଖି ଏହା କହିଛନ୍ତି।‘ଜୟ ଜଗନ୍ନାଥ’ କହି ଅଭିଭାଷଣ ଆରମ୍ଭ କରି ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରକାଶ କରିଥିଲେ ରାଜ୍ୟପାଳ। ସେ କହିଛନ୍ତି, ଓଡ଼ିଶା ଖଣିଜ ସମ୍ପଦରେ ଭରପୂର ହୋଇ ରହିଛି। ଓଡ଼ିଶା ନିଜର ଐତିହ୍ୟ ଓ କୀର୍ତ୍ତିରାଜି ପାଇଁ ପରିଚିତ।‘ମୋ ସରକାର ଧାନର ଏମଏସପି ୮୦୦ ଟଙ୍କା ବଢ଼ାଇଛନ୍ତି।

ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି କହିଛନ୍ତି,୧.୩୬ ଲକ୍ଷ ପଞ୍ଜିକୃତ କୃଷକଙ୍କ ପାଇଁ ଚାଷବୀମା କରାଯାଇଛି। ସ୍ବାଭିମାନ ଅଞ୍ଚଳରେ ବଳଭଦ୍ର ଜୈବିକ ଚାଷ ମିଶନ ଆରମ୍ଭ କରାଯାଇଛି। ଏଣେ ‘ସୁଭଦ୍ରା’ ଯୋଜନାରେ କୋଟିଏ ମହିଳା ଲାଭବାନ ହୋଇଛନ୍ତି। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ରଖାଯାଇଛି।

  • Related Posts

    ଛାତ୍ରୀଙ୍କୁ ନିର୍ୟାତନା: ପଦରୁ ହଟିଲେ ଓଡ଼ିଆ ବିଭାଗ ଏଚ୍‌ଓଡି

    ବାଲେଶ୍ୱର: ଜଣେ ଛାତ୍ରୀଙ୍କୁ ନିର୍ୟାତନା ଦେବା ଅଭିଯୋଗରେ ଫକୀର ମୋହନ ସ୍ୱୟଂଶାସିତ କଲେଜର ଓଡ଼ିଆ ବିଭାଗର ବିଭାଗୀୟ ମୁଖ୍ୟ (ଏଚ୍‌ଓଡି) ତଥା ଆସିଷ୍ଟାଣ୍ଟ ପ୍ରଫେସର ଡ. ସନ୍ତୋଷ କୁମାର ନାୟକଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି।ଏହି ମାମଲାକୁ କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…

    Continue reading
    ଝାଡ଼ାବାନ୍ତିରେ ଛାତ୍ରୀଙ୍କ ମୃତ୍ୟୁ, ପ୍ରଧାନଶିକ୍ଷକ ନିଲମ୍ବିତ

    ରାସଗୋବିନ୍ଦପୁର: ଦୁଇ ଦିନ ତଳେ ସକାଳେ ପଖାଳ ଭାତ ଓ ଆଳୁ ଚଟଣୀ ଖାଇବା ପରେ ଝାଡ଼ାବାନ୍ତି ହେବାରୁ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ୍‌ କାକବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲର ପ୍ରାୟ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ