୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ବର,24/08: ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୪୮ ଘଣ୍ଟାରେ ଏହା ଘନୀଭୂତ ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହା ପ୍ରଭାବରେ ପ୍ରାୟ ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କି.ମି ପ୍ରତି ଘଣ୍ଟା ବେଗରେ ପବନ ବହିପାରେ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯିବା ସହ ଅରେଞ୍ଜ୍‌ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ