୨୮ରେ ମିଳିବ ସୁଭଦ୍ରାର ୫ମ କିସ୍ତି, ନୟାଗଡ଼ରେ ରାଜ୍ୟସ୍ତରୀୟ ସୁଭଦ୍ରା ସମାବେଶ

ଭୁବନେଶ୍ବର: ସୁଭଦ୍ରା ହିତାଧିକାରୀଙ୍କ ପାଇ ଖୁସି ଖବର। ଆସନ୍ତା ୨୮ ତାରିଖ ରାକ୍ଷୀ ପୂର୍ଣ୍ଣମୀରେ ମିଳିବ ସୁଭଦ୍ରାର ୫ମ କିସ୍ତି। ନୟାଗଡ଼ରେ ରାଜ୍ୟସ୍ତରୀୟ ସମାବେଶରେ ଏହି ଟଙ୍କା ପ୍ରଦାନ କରାଯିବ। ଏ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଓଡ଼ିଶା ସରକାରଙ୍କ ମହିଳା କଲ୍ୟାଣ ଯୋଜନା ‘ସୁଭଦ୍ରା ଯୋଜନା’ର ଯୋଗ୍ୟ ହିତାଧିକାରୀମାନେ ଆସନ୍ତା ଅଗଷ୍ଟ ୨୮ ତାରିଖ, ରକ୍ଷାବନ୍ଧନ ଅବସରରେ ପଞ୍ଚମ କିସ୍ତିର ଆର୍ଥିକ ସହାୟତା ପାଇବେ। ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ଯେ, ଏକ କୋଟିରୁ ଉର୍ଦ୍ଧ୍ଵ ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା। ଅଗଷ୍ଟ ୨୮ ତାରିଖ ସୁଦ୍ଧା ଯେଉଁମାନେ ଆବେଦନ କରିଥିବେ ସେମାନଙ୍କୁ ମିଳିବ ସୁଭଦ୍ରା ଟଙ୍କା। ସେ କହିଛନ୍ତି, ଜିଲ୍ଲା ପ୍ରଶାସନ ପକ୍ଷରୁ ଯାଞ୍ଚ ହୋଇ ସୁପାରିସ କରାଯାଇଥିବା ଆବେଦନଗୁଡ଼ିକ ମଧ୍ୟ ପଞ୍ଚମ କିସ୍ତିରେ ସାମିଲ ହେବ। ବାଦ ପଡିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏକା ସଙ୍ଗେ ୫ ଟି କିସ୍ତି ମିଳିବ ବୋଲି ଶ୍ରୀମତୀ ପରିଡ଼ା ସ୍ପଷ୍ଟ କରିଛନ୍ତି।

  • Related Posts

    ମୋହନଙ୍କ ବଡ଼ ନିଷ୍ପତ୍ତି : ନବମ ଓ ଦଶମ ପିଲାଙ୍କୁ ମିଳିବ ମାଗଣା ବହି

    ଭୁବନେଶ୍ୱର, ୧୩ ।୧୦ : ରାଜ୍ୟ କ୍ୟାବିନେଟ ନବମ ଓ ଦଶମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ନିଃଶୁଳ୍କ ପାଠ୍ୟପୁସ୍ତକ ପ୍ରଦାନ କରିବେ । ୨୦୨୫-୨୬ରୁ ୨୦୨୯-୩୦ ପର୍ଯ୍ୟନ୍ତ ଏହା ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବ । ଏହାଦ୍ୱାରା ୨୮.୯୦ ଲକ୍ଷ…

    Continue reading
    ମୋହନଙ୍କ ବଡ଼ ନିଷ୍ପତ୍ତି : ବର୍ଷା ଜଳ ନିଷ୍କାସନ ପାଇଁ ୫ ଶହ କୋଟି

    ଦକ୍ଷତା ବିକାଶ ଯୋଜନାକୁ ମଞ୍ଜୁରୀ ମତ୍ସ୍ୟ ସେବା କ୍ୟାଡ଼ର ପଦବୀ ବୃଦ୍ଧି ନୂଆଗଡ଼ ମତ୍ସ୍ୟ ବନ୍ଦର ବିଡ୍‌କୁ ମଞ୍ଜୁରୀ ଭୁବନେଶ୍ୱର, ୧୩ ।୧୦ : ଯୁବକ ଯୁବତୀଙ୍କୁ ଦକ୍ଷ କରିବା ପାଇଁ ମୋହନ ସରକାର ଦକ୍ଷତା ବିକାଶ ଯୋଜନା ଆରମ୍ଭ କରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ