୨ ବର୍ଷରେ ୫ ଲକ୍ଷ ଲୋକଙ୍କୁ କାମୁଡ଼ିଛି କୁକୁର

ଭୁବନେଶ୍ୱର: ରାଜ୍ୟରେ ଗତ ୨ ବର୍ଷରେ ୫ ଲକ୍ଷରୁ ଅଧିକ ଲୋକଙ୍କୁ କୁକୁର କାମୁଡ଼ିଲାଣି । ଆଜି ବିଧାନସଭାରେ ପ୍ରାଣୀ ସମ୍ପଦ ମନ୍ତ୍ରୀ ଏଭଳି ଚାଞ୍ଚଲ୍ୟକର ତଥ୍ୟ ପ୍ରଦାନ କରିଛନ୍ତି । ଏବେ ବି ରାଜ୍ୟରେ ୧୭ ଲକ୍ଷ ବୁଲା କୁକୁର ଅଛନ୍ତି । କାମୁଡ଼ା କୁକୁରଙ୍କ ଉପଦ୍ରବ ବଢ଼ିଛି । ୮ଟି ସହରାଞ୍ଚଳରେ ୪୬୦୫ କୁକୁରଙ୍କ ବନ୍ଧ୍ୟାକରଣ କରାଯାଇଛି । ୧୦ ମାସରେ ୨ ଲକ୍ଷ ୪୩ ହଜାର ୫୬୫ ଜଣଙ୍କୁ କୁକୁର କାମୁଡ଼ିଛି । ଗତ ବର୍ଷ ୨ ଲକ୍ଷ ୬୦ ହଜାର ଲୋକ କୁକୁର କାମୁଡ଼ାର ଶିକାର ହୋଇଥିଲେ ବୋଲି ଆଜି ବିଧାନସଭାରେ ପ୍ରାଣୀ ସମ୍ପଦ ମନ୍ତ୍ରୀ ତଥ୍ୟ ପ୍ରଦାନ କରିଛନ୍ତି ।

  • Related Posts

    ଇଲେକ୍ଟ୍ରିକ୍ ଯାନ ନୀତିର ଅବଧି ବଢ଼ିଲା ଆଉ ୩ ମାସ

    ଭୁବନେଶ୍ୱର: ପେଟ୍ରୋଲ୍ ଡିଜେଲ୍‌ରୁ ଇଲେକ୍ଟ୍ରିକ୍ ମୋବିଲିଟି ଆଡ଼କୁ ଓଡ଼ିଶାର ଗତି ଦିନକୁ ଦିନ ବଢିଚାଲିଛି । ତା’ରି ଭିତରେ “ଇଭି-ପଲିସି -୨୦୨୧” କୁ ଆଉ ୩ ମାସର ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଡିସେମ୍ବର ୩୧, ୨୦୨୬ ଯାଏଁ…

    Continue reading
    ନବଗଠିତ ମିଡିଆ ସେଲ ସଂଯୋଜକଙ୍କୁ ନବୀନଙ୍କ ଗୁରୁମନ୍ତ୍ର

    ଭୁବନେଶ୍ବର: ନବଗଠିତ ମିଡିଆ ସେଲର ସଦସ୍ୟଙ୍କ ସହ ଆଲୋଚନା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମିଡିଆ ସେଲର ମୁଖ୍ୟ ସଂଯୋଜକ, ସଂଯୋଜକ ଓ ସଭ୍ୟମାନଙ୍କ ସହିତ ଦଳର ଗଣମାଧ୍ୟମ କୌଶଳ ସମ୍ପର୍କରେ ଆଲୋଚନା କରିଛନ୍ତି ସେ । ବୈଦ୍ୟୁତିକ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ