୨ ବସ୍‌ ମୁହାଁମୁହିଁ ଧକ୍କା

ଶେରଗଡ: ଗଞ୍ଜାମ ଜିଲ୍ଲା ଶେରଗଡ଼ ନିକଟସ୍ଥ ଧନନ୍ତର ସେବା ସମବାୟ ସମିତି ସମ୍ମୁଖ ରାସ୍ତାରେ ଦୁର୍ଘଟଣା । ଦୁଇଟି ବସ୍ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଦୁଇ ଡ୍ରାଇଭର ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।ରବିବାର ସକାଳ ପ୍ରାୟ ୬ଟା ବେଳେ ଚନ୍ଦ୍ରତାରା ନାମକ ଘରୋଇ ବସ୍ କାଟୁ ପଟୁ ଆସୁଥିଲା । ଏହି ସମୟରେ ଶେରଗଡ଼ ପଟୁ ପୁରୀ ଯାଉଥିବା ରାଜ୍ୟ ସଡ଼କ ପରିବହନ ନିଗମର ବସ୍ ସହିତ ଧକ୍କା ହୋଇଥିଲା। ଫଳରେ ଉଭୟ ବସ୍‌ର ଡ୍ରାଇଭର ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏସମ୍ପର୍କରେ ଖବର ପାଇ ଶେରଗଡ ପୁଲିସ ଘଟଣାସ୍ଥଳରେ ତଦନ୍ତ କରୁଛି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ