୩ଟି ​ବଡ଼ ସ୍କାମ୍‌ର ସିବିଆଇ ତଦନ୍ତ ନିର୍ଦ୍ଦେଶ

କଲକତା:ଆକ୍ସନ ମୋଡରେ ଶୁଭେନ୍ଦୁ ସରକାର। ରାଜ୍ୟରେ ଦୁର୍ନୀତି ଖୋରଙ୍କୁ ଧରିବା ଲାଗି ଜୋର ​ ଲଗେଇ ଦେଇଛନ୍ତି ଶୁଭେନ୍ଦୁ।୩ଟି ​ବଡ଼ ସ୍କାମ୍‌ର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ଶୁଭେନ୍ଦୁ କହିଛନ୍ତି ଯେ ରାଜ୍ୟ ସରକାର ତିନୋଟି ପ୍ରମୁଖ ମାମଲାରେ ମଞ୍ଜୁରୀ ପ୍ରଦାନ କରିଛନ୍ତି, ଶିକ୍ଷକ ନିଯୁକ୍ତି ଦୁର୍ନୀତି, ପୌର ଦୁର୍ନୀତି ଏବଂ ସମବାୟ ଦୁର୍ନୀତି। ଦୁର୍ନୀତି ବିରୋଧରେ ସରକାର ଜିରୋ ଟଲରେନ୍ସ ନୀତି ଗ୍ରହଣ କରୁଛନ୍ତି। ବର୍ତ୍ତମାନର ସରକାର ଦୁର୍ନୀତି ଏବଂ ସଂସ୍ଥାଗତ ଅନିୟମିତତା ବିରୁଦ୍ଧରେ ଜିରୋ ଟଲରେନ୍ସ ନୀତି ଗ୍ରହଣ କରିଛନ୍ତି।। ସେ ଆହୁରି ଦୃଢ଼ ଭାବରେ କହିଛନ୍ତି ଯେ ସରକାରୀ ପ୍ରତିଷ୍ଠାନ ଏବଂ ସରକାରୀ ବ୍ୟବସ୍ଥାର ଅପବ୍ୟବହାରରେ ସମ୍ପୃକ୍ତ ସମସ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ୩ଟି ବଡ଼ ଦୁର୍ନୀତିକୁ ନେଇ ମମତା ସରକାରରେ ହଟଚମଟ ହୋଇଥିଲା।

  • Related Posts

    ଭି.ଡି. ସତୀଶନ୍ କେରଲମ୍ ମୁଖ୍ୟମନ୍ତ୍ରୀ

    ନୂଆଦିଲ୍ଲୀ: ଭି.ଡି. ସତୀଶନ୍ କେରଲମ୍ ମୁଖ୍ୟମନ୍ତ୍ରୀ। ନିର୍ବାଚନର ୧୦ ଦିନ ପରେ ନୂଆଦିଲ୍ଲୀ କଂଗ୍ରେସ୍ ମୁଖ୍ୟାଳୟରେ ପ୍ରେସମିଟ୍‌ରେ ନାଁ ଘୋଷଣା କଲା ଦଳ। ଭି.ଡି. ସତୀଶନ୍ ଙ୍କ ଉପରେ ମୋହର ଲଗାଇଛନ୍ତି ହାଇ କମାଣ୍ଡ। ଉତ୍ତର ପାରାଭୁର ଆସନରୁ ବିଧାୟକ ହୋଇଥିଲେ…

    Continue reading
    କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଆଜି ଘୋଷଣା କରିବ କଂଗ୍ରେସ

    ଥିରୁଭାନନ୍ତପୁର: ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି। ଦଳୀୟ ସୂତ୍ରରୁ ସୂଚନା ମିଳିଛି ଯେ ଗୁରୁବାର ଥିରୁଭାନନ୍ତପୁରମରେ ବିଧାୟକ ଦଳର ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ