୩୧ରେ ୪ ଜିଲ୍ଲା ଯିବେ ନବୀନ

ଭୁବନେଶ୍ୱର: ଆସନ୍ତା ୩୧ ତାରିଖରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪ଟି ଜିଲ୍ଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବା ଚାଷ ଜମି ବୁଲିସ ଦେଖିବା ସହ ଚାଷୀଙ୍କ ସହ ନବୀନ ଆଲୋଚନା କରିବେ ।

ଆସନ୍ତା ଡିସେମ୍ବର ୩୦ ତାରିଖରେ ନବୀନ ଗଞ୍ଜାମ ଗସ୍ତରେ ଯିବେ। ଏହି ଦିନ ସେ ବିଲକୁ ଯାଇ କ୍ଷୟକ୍ଷତି ସମୀକ୍ଷା କରିବେ। ସେହିଠାରେ ଚାଷୀଙ୍କ ସହ ଆଲୋଚନା ମଧ୍ୟ କରିବ । ଉକ୍ତ ଦିନ ନବୀନଙ୍କ କବିସୂର୍ୟ୍ୟନଗର, ଆସିକା ଓ ହିଞ୍ଜିଳିରେ କାର୍ୟ୍ୟକ୍ରମ ରହିଛି । ସେଠାରେ ସେ କ୍ଷୟକ୍ଷତିର ସମୀକ୍ଷା କରିବା ସହ ଚାଷୀଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି।

  • Related Posts

    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading
    ନେତା ଓ କର୍ମୀ ବିଜେଡି ଛାଡ଼ିବାର ପ୍ରଭାବ ନିଶ୍ଚିତ ପଡ଼ିବ: ଗଣେଶ୍ବର

    ଭୁବନେଶ୍ୱର: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ । ଦଳର ଦୁର୍ଭାଗ୍ୟ କିଛି ବନ୍ଧୁ ଦଳ ଛାଡ଼ିକି ଗଲେ, ନିଶ୍ଚୟ ପ୍ରଭାବ ପଡ଼ିବ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ