୩୩% ମହିଳା ସଂରକ୍ଷଣ ଦେଶକୁ ଏକ ନୂଆ ଦିଗ ଦେବ: ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ ଦେଶକୁ ଏକ ନୂଆ ଦିଗ ଦେବ। ସଂରକ୍ଷଣ ବ୍ୟବସ୍ଥା ମହିଳାଙ୍କ ସ୍ବରକୁ ଆହୁରି ଶାଣିତ କରିବ। ପୂର୍ବ ଅପେକ୍ଷା ମହିଳା ଅଧିକ ସଶକ୍ତ ହୋଇଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ସ୍ବୟଂ ସହାୟକ ଗୋଷ୍ଠୀରୁ ଲକ୍ଷପତି ଦିଦି ହୋଇଛନ୍ତି ମହିଳାମାନେ। ପୁରୁଷଙ୍କଠାରୁ ମହିଳା ଭୋଟରଙ୍କ ପ୍ରତିଶତ ବି ଅଧିକ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାୟିତ୍ୱ ନେବା ପରଠୁ ମହିଳାଙ୍କ ବିକାଶ କ୍ଷେତ୍ରରେ କାର୍ୟ୍ୟ କରିଚାଲିଛନ୍ତି।

  • Related Posts

    କଂଗ୍ରେସ-ବିଜେଡି ଏକ ଅସାଧୁ ମେଣ୍ଟ: ପ୍ରଦୀପ ପୁରୋହିତ

    ଭୁବନେଶ୍ୱର: ଆସନ୍ତା ପଞ୍ଚାୟତ ନିର୍ବାଚନରେ ବିଜେଡ଼ି-କଂଗ୍ରେସ ମେଣ୍ଟ ହୋଇପାରେ ଚର୍ଚ୍ଚା ଜୋର ଧରିଥିବା ବେଳେ କଂଗ୍ରେସ ବିଜେଡିର ମେଣ୍ଟ ହେଉଛି ଏକ ଅସାଧୁ ମେଣ୍ଟ ବୋଲି କହିଛନ୍ତି ସାଂସଦ ପ୍ରଦୀପ ପୁରୋହିତ । ପ୍ରଦୀପ କହିଛନ୍ତି, କୌଣସି ଅସାଧୁ ମେଣ୍ଟ ବିଜେପିକୁ…

    Continue reading
    ସବୁ ବିରୋଧୀ ଏକ ହୁଅନ୍ତୁ: ମନମୋହନ

    ଭୁବନେଶ୍ୱର: ମେଣ୍ଟ ଚର୍ଚ୍ଚାକୁ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମାଲ କହିଛନ୍ତି ଗଣତନ୍ତ୍ର ବ୍ୟବସ୍ଥାରେ ସମସ୍ତଙ୍କର ସବୁ ଅଧିକାର ଅଛି। ଯେଉଁମାନେ କରୁଛନ୍ତି, ସେମାନେ ତାଙ୍କ ରାସ୍ତାରେ ଯାଉଛନ୍ତି। କିଛି ଭାବିକି ସେମାନେ ଏମିତି କରୁଥିବେ। ଆମେ ବ୍ୟସ୍ତ, ବିବ୍ରତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ