୫ରେ ରାଜ୍ୟବ୍ୟାପୀ ବିଜୁ ଜୟନ୍ତୀ ପାଳିବ ବିଜେଡି

ଭୁବନେଶ୍ୱର,: ବିଜେଡି ପକ୍ଷରୁ ଆସନ୍ତା ୫ ତାରିଖରେ ରାଜ୍ୟବ୍ୟାପୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳନ କରାଯିବ । ସମସ୍ତ ନିର୍ବାଚନମଣ୍ଡଳୀରେ ଏ ନେଇ କାର୍ଯ୍ୟକ୍ରମ ହେବ ।

ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ଭୁବନେଶ୍ୱର ଜିଲ୍ଲା ସଭାପତି ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଯୁବ ବିଜେଡି ସଭାପତି ଚିନ୍ମୟ ସାହୁ ଓ ଛାତ୍ର ବିଜେଡି ସଭାନେତ୍ରୀ ଇପସିତା ସାହୁ ଏ ନେଇ ସୂଚନା ଦେଇଛନ୍ତି । ଆସନ୍ତା ୫ ତାରିଖରେ ସମସ୍ତ ଜିଲ୍ଲା ଓ ନିର୍ବାଚନମଣ୍ଡଳୀରେ ବିଭିନ୍ନ କାର୍ଯ୍ୟକ୍ରମ ହେବ ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କେନ୍ଦ୍ର ବିରୋଧରେ ବର୍ଷିଲେ ରାଜା ସ୍ୱାଇଁ, କାହିଁକି ଜାଣନ୍ତୁ

    ଖଣିଜ ସମ୍ପଦ ଉପରେ ଓଡ଼ିଶାର ଅଧିକାର କ୍ଷୁର୍ଣ୍ଣ କରିବାକୁ କେନ୍ଦ୍ରର ଷଡ଼ଯନ୍ତ୍ର ବୋଲି କହି ବର୍ଷିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜ୍ୟର ରାଜସ୍ୱ ଆଦାୟ କ୍ଷମତା ଉପରେ କଟକଣା ଲଗାଇବାକୁ କେନ୍ଦ୍ର ସରକାର ଉଦ୍ୟମ କରୁଥିବା ଅଭିଯୋଗ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ