୫୯୮୯ ନର୍ସିଂ ଅଫିସର ଓ ୨୪୦ ରେଡିଓଗ୍ରାଫର୍ ନିଯୁକ୍ତିକୁ ଅନୁମୋଦନ

ଭୁବନେଶ୍ଵର,୨୪/୦୩/୨୦୨୬: ୫୯୮୯ ନର୍ସିଂ ଅଫିସର ଏବଂ ୨୪୦ ରେଡିଓଗ୍ରାଫର୍ ନିଯୁକ୍ତି ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ମାନ୍ୟବର ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଅନୁମୋଦନ ଦେଇଛନ୍ତି। ଏହି ଅନୁମୋଦନ ପରେ ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ସର୍ବଦା ଲୋକଙ୍କୁ ଉତ୍କୃଷ୍ଟ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ପ୍ରତିବଦ୍ଧ । ଏହି ନିଯୁକ୍ତି ଦ୍ୱାରା ରୋଗୀ ସେବା ଉନ୍ନତ ହେବା ସହିତ ସ୍ୱାସ୍ଥ୍ୟ ପ୍ରଣାଳୀ ଆହୁରି ସକ୍ଷମ ହେବ। ବିଭାଗ ପକ୍ଷରୁ ଶୀଘ୍ର ନର୍ସିଂ ଅଫିସର ଏବଂ ରେଡିଓଗ୍ରାଫରମାନଙ୍କ ନିଯୁକ୍ତି ନିୟମାବଳୀ ଯେପରି ପରୀକ୍ଷା, ପ୍ରଶିକ୍ଷଣ, ପୋଷ୍ଟିଂ ଗୁଡିକ ଉପରେ ବିଭାଗ ପକ୍ଷରୁ ଖୁବ ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ । ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ୫୯୮୯ ନର୍ସିଂ ଅଫିସର ଏବଂ ୨୪୦ ରେଡିଓଗ୍ରାଫର୍ ନିଯୁକ୍ତିକୁ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ମାନ୍ୟବର ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଅନୁମୋଦନ ଦେଇଛନ୍ତି।

  • Related Posts

    ସ୍ଵାସ୍ଥ୍ୟମନ୍ତ୍ରୀଙ୍କୁ ବହିଷ୍କାର ପାଇଁ ମିଳିତ ବିରୋଧୀ ଦଳର ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ

    ଭୁବନେଶ୍ୱର: ମିଳିତ ବିରୋଧୀ ଦଳର ଏକ ୪୯ ଜଣିଆ ପ୍ରତିନିଧି ଦଳ ଲୋକଭବନ ରେ ଓଡ଼ିଶାର ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। କଟକ ବଡ ଡାକ୍ତରଖାନାରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡ ଓ ମୃତ୍ୟୁ ଘଟଣା ପାଇଁ ଦାୟୀ ସମସ୍ତ ଅଧିକାରୀଙ୍କ ବିରୋଧ…

    Continue reading
    78ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଇଁ ବିଏମସିର ଜୋରଦାର ପ୍ରସ୍ତୁତି

    13 ଜଣଙ୍କୁ ରାଜଧାନୀ ଗୌରବ ଏବଂ 3 ଜଣ ବୟୋଜ୍ୟେଷ୍ଠଙ୍କୁ କରାଯିବ ସମ୍ବର୍ଦ୍ଧିତ ଭୁବନେଶ୍ୱର:78ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଇଁ ଭୁବନେଶ୍ୱର ମହାନଗର ନିଗମ ଓ ରାଜଧାନୀ ପ୍ରତିଷ୍ଠା ଦିବସ କମିଟିର ଏକ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ