୫ ବର୍ଷରେ ଦୁର୍ନୀତି ଅଭିଯୋଗରେ ୮୨୭ ସରକାରୀ ଅଧିକାରୀ ଗିରଫ

ଭୁବନେଶ୍ବର: ସରକାରୀ ଅଧିକାରୀମାନେ ଦୁର୍ନୀତିରେ ମାତିଛନ୍ତି। ଗତ ୫ ବର୍ଷରେ ଦୁର୍ନୀତି ଅଭିଯୋଗରେ ୮୨୭ ସରକାରୀ ଅଧିକାରୀ ଗିରଫ ହୋଇଛନ୍ତି ବୋଲି ବିଧାନସଭାରେ ଏକ ପ୍ରଶ୍ନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ପ୍ରଦାନ କରିଛନ୍ତି।

ପୂର୍ତ୍ତ, ପଞ୍ଚାୟତିରାଜ, ରାଜସ୍ୱ, ଗ୍ରାମ୍ୟ ଉନ୍ନୟନ, ସ୍ୱାସ୍ଥ୍ୟ, ଗୃହ, ଗଣଶିକ୍ଷା ଓ ଉଚ୍ଚଶିକ୍ଷା ବିଭାଗରେ ସର୍ବାଧିକ ଦୁର୍ନୀତି ହୋଇଛି।
ଗତ ୫ ବର୍ଷରେ ଦୁର୍ନୀତି ଅଭିଯୋଗରେ ଗିରଫ ହୋଇଥିବା ସରକାରୀ ଅଧିକାରୀଙ୍କ ମଧ୍ୟରୁ ୪୩୬ ଅଧିକାରୀ ଦଣ୍ଡିତ ହୋଇଛନ୍ତି। ୧୧୩୧ ଅଧିକାରୀଙ୍କ ବିରୁଦ୍ଧରେ ଭିଜିଲାନ୍ସ ଚାର୍ଜ ସିଟ ଦାଖଲ କରାଯାଇ ବିଚାର ପ୍ରକ୍ରିୟା ଚାଲିଛି। ସେହିପରି ରାଜ୍ୟରେ ଦୁର୍ନୀତି ନିବାରଣ ସଂସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ନୂତନ ଭାବେ ୪୮ ପଦବୀ ସୃଷ୍ଟି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ