୫ ବର୍ଷରେ ୩୪ଟି କଲରାପତରିଆ ମୃତ

ଭୁବନେଶ୍ୱର: ଗତ ୫ବର୍ଷରେ ୩୪ଟି କଲରାପତରିଆ ବାଘର ମୃତୁ୍ୟ ହୋଇଛି । ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନର ଉତ୍ତର ରଖି ଏହି ସୂଚନା ଦେଇଛନ୍ତି ପରିବେଶ ମନ୍ତ୍ରୀ ।
ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ୧୭ଟି ବାଘ ଶିକାର ଦ୍ୱାରା ମରିଛନ୍ତି । ସେହିପରି ବିଦୁ୍ୟତ ଆଘାତରେ ୩ଟି ବାଘ ମରିଛନ୍ତି । ଏହାଛଡ଼ା ରେଳ ଦୁର୍ଘଟଣାରେ ୩ ଓ ଅନ୍ୟାନ୍ୟ କାରଣରୁ ୧୧ଟି କଲରାପତରିଆ ବାଘର ମୃତୁ୍ୟ ହୋଇଛି । ଅନ୍ୟପକ୍ଷରେ ରାଜ୍ୟରେ ୩୦ଟି ମହାବଳ ଓ ୬୯୬ଟି କଲରାପତରିଆ ଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ