୮ ମାସରେ ‘ମୋ ବସ’ ଘଟାଇଛି ୧୯ ଦୁର୍ଘଟଣା, ନେଇଛି ୬ ଜୀବନ

ଭୁବନେଶ୍ୱର: ଗତ ୮ ମାସ ଭିତରେ ‘ମୋ ବସ’ ୧୯ଟି ଦୁର୍ଘଟଣା ଘଟାଇଛି ଏବଂ ‘ମୋ ବସ’ ଧକ୍କାରେ ୬ଜଣଙ୍କ ଜୀବନ ଯାଇଛି। ୮ ମାସରେ କଟକ, ପୁରୀ ଓ ଭୁବନେଶ୍ୱରରେ ‘ମୋ ବସ’ ଧକ୍କାରେ ୬ଜଣଙ୍କ ମୃତ୍ୟୁ ହୋଇଛି। ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁ ପଚାରିଥିବା ପ୍ରଶ୍ନର ଉତ୍ତରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ୨୦୨୪ ଜୁନ୍‌‌ଠାରୁ ବର୍ତ୍ତମାନ ପର୍ୟ୍ୟନ୍ତ ‘ମୋ ବସ’ ୧୯ଟି ଦୁର୍ଘଟଣା ଘଟାଇଛି। ‘ମୋ ବସ’ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୮ଜଣ ଆହତ ହୋଇଛନ୍ତି। କେବଳ ୨ଟି ଘଟଣାରେ ମୃତକଙ୍କ ପରିବାରକୁ ୩ଲକ୍ଷ ୫ହଜାର ଟଙ୍କା ଦିଆଯାଇଛି ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି।

  • Related Posts

    ବଲାଙ୍ଗିରରେ କାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

    ବଲାଙ୍ଗିର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ବଲାଙ୍ଗିର ଜିଲ୍ଲାରେ ଆସନ୍ତାକାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବଲାଙ୍ଗିର…

    Continue reading
    ସୁବର୍ଣ୍ଣପୁରରେ ୧୮ରୁ ୨୨ ସ୍କୁଲ ଛୁଟି

    ସୁବର୍ଣ୍ଣପୁର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତାକାଲିଠାରୁ ୨୨ ତାରିଖ ପର୍ୟ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ