୯ମ ମହଲାରୁ ଡେଇଁ ୩ ଭଉଣୀଙ୍କ ଆତ୍ମହତ୍ୟା

ଗାଜିଆବାଦ: ଦିଲ୍ଲୀ ଗାଜିଆବାଦରେ ଅଭାବନୀୟ ଘଟଣା ଘଟିଛି। ତିନି ଜଣ ନାବାଳିକା ଭଉଣୀ ୯ମ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଘଟଣାଟି ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଘଟିଥିଲା। ମିଳିଥିବା ସୂଚନା ଅନୁଯାୟୀ ଭାରତ ସିଟି ବି-୧ ଟାୱାରର ୯୦୭ ନଂ ଫ୍ଲାଟରେ ରହୁଥିବା ତିନି ଭଉଣୀ ଏକ ମୋବାଇଲ୍ ଗେମ୍ ଆପ୍ ପ୍ରତି ଆଗ୍ରହୀ ଥିଲେ। ମଙ୍ଗଳବାର ରାତି ପ୍ରାୟ ୨ଟା ସମୟରେ ତିନି ଜଣ ମିଶି ୯ମ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବର୍ତ୍ତମାନ୍ ପର୍ୟ୍ୟନ୍ତ ଆତ୍ମହତ୍ୟାର କାରଣ ଜଣାପଡିନଥିବାବେଳେ ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

ପୋଲିସର ସୂଚନା ଅନୁଯାୟୀ ମୃତକ ମାନେ ହେଲେ ନିଶିକା (୧୬), ପ୍ରାଚୀ (୧୪) ଏବଂ ପାଖି (୧୨)। କୁହାଯାଉଛି ଯେ ସେମାନେ ସମସ୍ତେ ଅନଲାଇନ୍ ଟାସ୍କ-ଭିତ୍ତିକ ଖେଳ କୋରିଆନ୍ ଲଭର ଖେଳୁଥିଲେ। ଅନ୍ୟପକ୍ଷରେ, ତିନି ଭଉଣୀଙ୍କ ଏକକାଳୀନ ମୃତ୍ୟୁ ପରେ ପରିବାର ମର୍ମାହତ ହୋଇଛନ୍ତି। ବର୍ତ୍ତମାନ ସମୟରେ ସୂଚନା ଆସୁଛି ଯେ ୩ ଭଉଣୀ କରୋନା ସମୟରେ ମୋବାଇଲ୍ ଫୋନ୍ ପ୍ରତି ନିଶାଗ୍ରସ୍ତ ହୋଇଯାଇଥିଲେ। ଏହାପରେ ତିନିଜଣ ଅନଲାଇନ୍ ଟାସ୍କ-ଭିତ୍ତିକ ଖେଳ କୋରିଆନ୍ ଲଭର ଖେଳୁଥିଲେ।

  • Related Posts

    ମେଟାକୁ କୋର୍ଟଙ୍କ ନିର୍ଦେଶ; ମୋଦୀ-ମହିଳାଙ୍କ ଫଟୋ ହଟାଅ

    ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତା ସୌରଭ ଦାସ, ଅଭିଜିତ ଦୀପକେ, ଆଶୁତୋଷ ରଙ୍କା ଓ ରତ୍ନ ସିଂହଙ୍କୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ନୋଟିସ୍ ଜାରି କରିଛନ୍ତି। ଚଳିତ ବର୍ଷ ଯନ୍ତରମନ୍ତରରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନ ସମୟରେ ଜଣେ ମହିଳାଙ୍କ…

    Continue reading
    ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଅଗ୍ରଗତି ସମୀକ୍ଷା

    ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଗୁରୁତ୍ୱପୂର୍ଣ୍ଣ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ରାଜ୍ୟସ୍ତରୀୟ ପରିଚାଳନା କମିଟିର ପ୍ରଥମ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ଅନୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ