୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର: ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍‌ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ ଅନୁଷ୍ଠିତ ହେବାକୁଥିବା ଦୂର ତଥା ଗଭୀର ସମୁଦ୍ର ଅଞ୍ଚଳରେ ମତ୍ସ୍ୟସମ୍ପଦର ସ୍ଥାୟୀ ଉପଯୋଗ ପାଇଁ ଲେଟର ଅଫ୍‌ ଅଥୋରାଇଜେଶନର ଜାତୀୟ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହାକୁ ନେଇ ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।

  • Related Posts

    ଛାତ୍ରଛାତ୍ରୀଙ୍କୁ ମିଳିବ ନୂଆ ସ୍କୁଲ୍‌ ବ୍ୟାଗ୍

    ଭୁବନେଶ୍ୱର: ସରକାରୀ ବିଦ୍ୟାଳୟରେ ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ପିଲାମାନଙ୍କୁ ମାଗଣାରେ ନୂଆ ସ୍କୁଲ୍ ବ୍ୟାଗ୍ ପ୍ରଦାନ କରାଯିବ। ଏନେଇ ଓଡ଼ିଶା ସ୍କୁଲ୍ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲା ପ୍ରକଳ୍ପ ସଂଯୋଜକ…

    Continue reading
    ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ଦଉଡ଼ି

    ପୁରୀ: ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ରଥ ଦଉଡ଼ି । ଦୁଇଟି ଗାଡ଼ିରେ ତିନି ରଥ ପାଇଁ ୮ ଇଞ୍ଚ ଗୋଲେଇର ଆସିଲା ୨୮ଟି ଦଉଡ଼ି । ଗୋଟିଏ ଦଉଡ଼ିର ଲମ୍ବ ୨୨୦ ଫୁଟ ବା ୬୭ ମିଟର । ଓଡ଼ିଶା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ